Ancient Gangadevi Temple re-emerges from sand at Podampeta seashore in Ganjam

୨୫ ବର୍ଷ ପରେ ସମୁଦ୍ର କୂଳରେ ପୁଣି ଦୃଶ୍ୟମାନ ହେଲା ପ୍ରାଚୀନ ଗଙ୍ଗାଦେବୀ ମନ୍ଦିର

ଗଞ୍ଜାମ ପୋଡ଼ମପେଟା ସମୁଦ୍ର କୂଳରେ ପ୍ରାୟ ୨୫ ବର୍ଷ ଧରି ବାଲି ତଳେ ପୋତି ହୋଇ ରହିଥିବା ଗଙ୍ଗାଦେବୀ ମନ୍ଦିର ପୁଣି ଦୃଶ୍ୟମାନ ହୋଇଛି। ସମୁଦ୍ର ପଛକୁ ହଟିବା ପରେ ମନ୍ଦିରର ଚୂଡ଼ା ଓ ଅନ୍ୟାନ୍ୟ ଅଂଶ ବାହାରକୁ ଆସିଛି। ମନ୍ଦିରକୁ ଦେଖିବା ପାଇଁ ବହୁ ସ୍ଥାନୀୟ ଲୋକଙ୍କ ଭିଡ଼ ଜମିଛି।

ଗଞ୍ଜାମ ଜିଲ୍ଲା ପୋଡ଼ମପେଟା ସମୁଦ୍ର କୂଳରେ ଦୀର୍ଘ ପ୍ରାୟ ୨୫ ବର୍ଷ ପରେ ଏକ ପ୍ରାଚୀନ ମନ୍ଦିର ପୁଣି ଦୃଶ୍ୟମାନ ହୋଇଛି। ସମୁଦ୍ର ପଛକୁ ହଟିବା ପରେ ବାଲି ତଳୁ ମନ୍ଦିରର ଚୂଡ଼ା ବାହାରକୁ ଆସିଥିବା ଦେଖିବାକୁ ମିଳିଛି।

ସ୍ଥାନୀୟ ବାସିନ୍ଦାଙ୍କ ଅନୁସାରେ, ଦୃଶ୍ୟମାନ ହୋଇଥିବା ଏହି ମନ୍ଦିରଟି ପ୍ରସିଦ୍ଧଗଙ୍ଗାଦେବୀ ମନ୍ଦିରବୋଲି ବିଶ୍ୱାସ କରାଯାଉଛି। ପ୍ରାୟ ୨୫ ବର୍ଷ ଧରି ଏହା ବାଲି ତଳେ ପୋତି ହୋଇ ରହିଥିଲା। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ମନ୍ଦିରର ପ୍ରତିଷ୍ଠା ପୂର୍ବରୁ ହିଁ ସମୁଦ୍ର ଏହି ଅଞ୍ଚଳକୁ ଗ୍ରାସ କରିଥିଲା।

ଏହି ଅଞ୍ଚଳରେ ପୂର୍ବରୁ ଏକ ବସତି ଥିବା କୁହାଯାଉଛି। କିନ୍ତୁ ବର୍ଷ ବର୍ଷ ଧରି ସମୁଦ୍ର ଜଳ ଧୀରେ ଧୀରେ ଅଞ୍ଚଳକୁ ଗ୍ରାସ କରିବାରୁ ସମ୍ପୂର୍ଣ୍ଣ ବସତି ସମୁଦ୍ର ଗର୍ଭରେ ଲୀନ ହୋଇଯାଇଥିଲା। ମନ୍ଦିରଟି ମଧ୍ୟ ବାଲି ତଳେ ପୋତି ହୋଇ ରହିଥିଲା।

ନିକଟରେ ସମୁଦ୍ର ପଛକୁ ହଟିବା ପରେ ମନ୍ଦିରର କିଛି ଅଂଶ ବାଲି ତଳୁ ବାହାରିବା ଆରମ୍ଭ କରିଛି। ମନ୍ଦିରରଦଧିନଉତିମଧ୍ୟ ଦୃଶ୍ୟମାନ ହେଉଛି। ଏହି ଅଦ୍ଭୁତ ଦୃଶ୍ୟ ଦେଖିବାକୁ ବହୁ ସଂଖ୍ୟକ ସ୍ଥାନୀୟ ଲୋକ ସେଠାରେ ଏକାଠି ହୋଇଛନ୍ତି।

ମନ୍ଦିରଟିର ପ୍ରକୃତ ଇତିହାସ, ପ୍ରାଚୀନତା ଓ ଐତିହାସିକ ଗୁରୁତ୍ୱ ସମ୍ପର୍କରେ ସରକାରୀସ୍ତରରେ ବିସ୍ତୃତ ଯାଞ୍ଚ ଓ ଅନୁସନ୍ଧାନ ପରେ ହିଁ ସ୍ପଷ୍ଟ ତଥ୍ୟ ମିଳିପାରିବ ବୋଲି ସ୍ଥାନୀୟ ଲୋକମାନେ କହିଛନ୍ତି।

Latest News
ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ପିଜି ଅପରେଟର୍ ଗିରଫ, ଅନ୍ୟ ୩ ପିଜିରେ ପୋଲିସର ଚଢ଼ାଉ

ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ପିଜି ଅପରେଟର୍...

ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ୭...

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର, ଜାଣନ୍ତୁ ୧୨ ରାଶିର ଭାଗ୍ୟଫଳ : କେମିତି କଟିବ ଆପଣଙ୍କ ସପ୍ତାହ?

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର,...

ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧ ବିଲିୟନ୍ ଡଲାରର ବ୍ୟବସାୟରେ ପରିଣତ କଲା କମ୍ପାନୀ

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧...

ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...

ବ୍ୟାଙ୍କ ଲକରରୁ ଗାଏବ ୩୯ ଲକ୍ଷର ସୁନା! ଅସଲି ଗହଣା ବଦଳରେ ରଖିଥିଲେ ନକଲି, ୨ ଗିରଫ

ବ୍ୟାଙ୍କ ଲକରରୁ ଗାଏବ ୩୯ ଲକ୍ଷର ସୁନା!...

ଗୁଜରାଟର ଜାମନଗରସ୍ଥିତ ଇଣ୍ଡିଆନ୍ ବ୍ୟାଙ୍କର ରଣଜିତସାଗର ରୋ...

ଭତ୍ତା ପାଣ୍ଠିରୁ ୧୬.୭୬ ଲକ୍ଷ ଟଙ୍କା ହେରଫେର ଅଭିଯୋଗ, ୩ ପଞ୍ଚାୟତ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭତ୍ତା ପାଣ୍ଠିରୁ ୧୬.୭୬ ଲକ୍ଷ ଟଙ୍କା ହେରଫେର...

ବାଲେଶ୍ୱର ଜିଲ୍ଲାରେ ସାମାଜିକ ସୁରକ୍ଷା ଭତ୍ତା ପାଣ୍ଠି ହେର...

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି; ମୃତାହତଙ୍କ ସମ୍ପର୍କରେ ବି ଅଜଣା ଅନେକ ତଥ୍ୟ

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି;...

ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି ଓଡ଼ିଶା, ୨୪ ଜିଲ୍ଲାକୁ ଆଲର୍ଟ

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି...

ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ ଜଳସ୍ତର: ହିମସ୍ଖଳନ ଯୋଗୁଁ ନେପାଳରେ ଭୟଙ୍କର ବନ୍ୟା?

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ...

ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର ୨୦୨୬

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର...

ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...

ସାପ୍ତାହିକ ରାଶିଫଳ: ୨୪ ଅଗଷ୍ଟରୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ କାହାର ଚମକିବ ଭାଗ୍ୟ, କାହାକୁ ରହିବାକୁ ପଡ଼ିବ ସତର୍କ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ସାପ୍ତାହିକ ରାଶିଫଳ: ୨୪ ଅଗଷ୍ଟରୁ ୩୧ ଅଗଷ୍ଟ...

ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ ଅଧିକ ଘର କ୍ଷତିଗ୍ରସ୍ତ

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ...

ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...

ମୋଦିଙ୍କ ରାଲି ପୂର୍ବରୁ ଦୁଇ ସନ୍ଦିଗ୍ଧ ଅଟକ, ଜଣଙ୍କ ନିକଟରୁ ନକଲି PMO ପରିଚୟପତ୍ର ଜବତ

ମୋଦିଙ୍କ ରାଲି ପୂର୍ବରୁ ଦୁଇ ସନ୍ଦିଗ୍ଧ ଅଟକ,...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୁମ୍ବାଇ ଗସ୍ତ ପୂର୍ବର...

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+