Old man dies in tanker accident while taking grandchildren to school in Yelahanka New Town Bengaluru.

ନାତି-ନାତୁଣିଙ୍କୁ ସ୍କୁଲ ଛାଡ଼ିବାକୁ ଯାଇ ଚାଲିଗଲା ଜୀବନ: ଟ୍ୟାଙ୍କର ଚକ ତଳେ ବୃଦ୍ଧଙ୍କ ମୃତ୍ୟୁ

କର୍ଣ୍ଣାଟକର ବେଙ୍ଗାଲୁରୁ ୟେଲାହଙ୍କା ନ୍ୟୁ ଟାଉନ ଅଞ୍ଚଳରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ନାତି-ନାତୁଣିଙ୍କୁ ସ୍କୁଲ ଛାଡ଼ିବାକୁ ଯାଇଥିବା ଜଣେ ବୃଦ୍ଧଙ୍କୁ ଟ୍ୟାଙ୍କର ଧକ୍କା ଦେବା ପରେ ଚକ ତଳେ ଚାପି ଦେଇଥିଲା। ଘଟଣାସ୍ଥଳରେ ହିଁ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଶିଶୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

କର୍ଣ୍ଣାଟକର ବେଙ୍ଗାଲୁରୁ ସହରରୁ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ସାମ୍ନାକୁ ଆସିଛି। ନାତି-ନାତୁଣିଙ୍କୁ ସ୍କୁଲ ଛାଡ଼ିବାକୁ ଯାଇଥିବା ଜଣେ ବୃଦ୍ଧଙ୍କର ଟ୍ୟାଙ୍କର ଧକ୍କାରେ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ବେଙ୍ଗାଲୁରୁର ୟେଲାହଙ୍କା ନ୍ୟୁ ଟାଉନ ଅଞ୍ଚଳରେ ଗୁରୁବାର ସକାଳେ ଏହି ଦୁର୍ଘଟଣା ଘଟିଥିଲା। ବୃଦ୍ଧ ଜଣକ ନାତି ଓ ନାତୁଣିଙ୍କୁ ସ୍କୁଲ ଛାଡ଼ିବା ପାଇଁ ଯାଉଥିବା ସମୟରେ ଏକ ଟ୍ୟାଙ୍କର ତାଙ୍କୁ ଧକ୍କା ଦେଇଥିଲା।

ଧକ୍କା ଲାଗିବା ପରେ ବୃଦ୍ଧ ଜଣକ ଟ୍ୟାଙ୍କର ଚକ ତଳେ ଚାପି ହୋଇଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ତେବେ ତାଙ୍କ ସହ ଥିବା ଦୁଇ ଶିଶୁ ଅଳ୍ପକେ ରକ୍ଷା ପାଇଥିଲେ।

ଏହି ସମ୍ପୂର୍ଣ୍ଣ ଘଟଣା ନିକଟରେ ଲାଗିଥିବା ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଦୁର୍ଘଟଣା ପରେ ଟ୍ୟାଙ୍କର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ଫେରାର ଟ୍ୟାଙ୍କର ଚାଳକଙ୍କୁ ଧରିବା ପାଇଁ ପୁଲିସ ଚେଷ୍ଟା ଜାରି ରଖିଛି।

Latest News
ମୁନିରଙ୍କ ବାର୍ତ୍ତା, ଜର୍ଦାରୀଙ୍କ ପ୍ରତିଯୋଜନା ଓ ପାକିସ୍ତାନର ନୂଆ ପ୍ରଦେଶ! ଲଣ୍ଡନର ୯୦ ମିନିଟ୍‌ର ଗୁପ୍ତ ବୈଠକକୁ ନେଇ ଚର୍ଚ୍ଚା

ମୁନିରଙ୍କ ବାର୍ତ୍ତା, ଜର୍ଦାରୀଙ୍କ ପ୍ରତିଯୋଜନା ଓ ପାକିସ୍ତାନର...

ପାକିସ୍ତାନରେ ନୂଆ ପ୍ରଦେଶ ଗଠନ ଓ ପ୍ରଦେଶ ବିଭାଜନକୁ ନେଇ ର...

ଚୋରା ମଦ ବିରୋଧରେ ମହିଳାଙ୍କ ରଣହୁଙ୍କାର; ପାଟକୁରାରେ ଭଙ୍ଗାରୁଜା, ବିନିକାରେ ବଡ଼ ଆନ୍ଦୋଳନ ଚେତାବନୀ

ଚୋରା ମଦ ବିରୋଧରେ ମହିଳାଙ୍କ ରଣହୁଙ୍କାର; ପାଟକୁରାରେ...

କେନ୍ଦ୍ରାପଡ଼ା/ସୁବର୍ଣ୍ଣପୁର:ବେଆଇନ ମଦ କାରବାରକୁ ନେଇ ଓଡ଼...

ଇଣ୍ଟରନେଟ୍ ନଥିଲେ ବି କରିପାରିବେ UPI ପେମେଣ୍ଟ; ଜାଣନ୍ତୁ କେମିତି

ଇଣ୍ଟରନେଟ୍ ନଥିଲେ ବି କରିପାରିବେ UPI ପେମେଣ୍ଟ;...

ଭୁବନେଶ୍ୱର:ଡିଜିଟାଲ୍ ପେମେଣ୍ଟ ଏବେ ଆମ ଦୈନନ୍ଦିନ ଜୀବନର ଏ...

୨୦୨୭କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ! ମାଡ଼ି ଆସିବ ଅଜଣା ରୋଗ, ଜନ୍ମ ନେବେ ‘ସୁପରହ୍ୟୁମାନ୍’!

୨୦୨୭କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ!...

ବୁଲଗେରିଆର ଭବିଷ୍ୟଦ୍ରଷ୍ଟା ବାବା ଭେଙ୍ଗାଙ୍କ ନାମରେ ୨୦୨୭କ...

ଆମେରିକୀୟ AI ମଡେଲ୍‌ର କ୍ଷମତା ଚୋରି କରୁଛି ଚୀନ୍‌! ଚୀନ୍‌ର AI କମ୍ପାନୀ ବିରୋଧରେ ୱାଶିଂଟନ୍‌ର ଗୁରୁତର ଅଭିଯୋଗ

ଆମେରିକୀୟ AI ମଡେଲ୍‌ର କ୍ଷମତା ଚୋରି କରୁଛି...

ଆମେରିକା ଓ ଚୀନ୍‌ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (A...

ଓଡ଼ିଶାରେ ₹୨.୧ ଲକ୍ଷ କୋଟି ନିବେଶ ସମ୍ଭାବନା! IHC ସହ ୧୪ ପ୍ରକଳ୍ପ ନେଇ ଆଲୋଚନା

ଓଡ଼ିଶାରେ ₹୨.୧ ଲକ୍ଷ କୋଟି ନିବେଶ ସମ୍ଭାବନା!...

ଆବୁଧାବି:ଓଡ଼ିଶାରେ ବୃହତ୍ ନିବେଶ ଆଣିବା ଲକ୍ଷ୍ୟରେ ୟୁଏଇ ଗ...

NH-18ରେ ମୃତ୍ୟୁର ଫାନ୍ଦ! କଳମାରୁ ବେତନଟୀ ଯାଏଁ ୧୫ କିମି ରାସ୍ତାରେ ବଡ଼ ବଡ଼ ଖାଲ

NH-18ରେ ମୃତ୍ୟୁର ଫାନ୍ଦ! କଳମାରୁ ବେତନଟୀ ଯାଏଁ...

ମୟୂରଭଞ୍ଜ: ଜାତୀୟ ରାଜପଥ ନା ମୃତ୍ୟୁପଥ? NH-18ର କଳମାରୁ ବ...

ବଲୁଚିସ୍ତାନରେ BLAର ବଡ଼ ଆକ୍ରମଣ ଦାବି, ୭ ଦିନରେ ୫୨ ପାକ୍‌ ଯବାନ ନିହତ

ବଲୁଚିସ୍ତାନରେ BLAର ବଡ଼ ଆକ୍ରମଣ ଦାବି, ୭...

ବଲୁଚିସ୍ତାନରେ ପାକିସ୍ତାନୀ ସେନା ଓ ବଲୋଚ ବିଦ୍ରୋହୀଙ୍କ ମଧ...

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+