Police detain a school headmaster in Bhadrak after a lady teacher files a sexual harassment complaint.

ମହିଳା ଶିକ୍ଷୟିତ୍ରୀଙ୍କ ଯୌନ ଉତ୍ପୀଡ଼ନ ଅଭିଯୋଗ : ଭଦ୍ରକରେ ସ୍କୁଲ ପ୍ରଧାନଶିକ୍ଷକ ପୋଲିସ ହେପାଜତରେ

ଭଦ୍ରକ ଜିଲ୍ଲାର ଏକ ସ୍କୁଲରେ କାର୍ଯ୍ୟରତ ଜଣେ ମହିଳା ଶିକ୍ଷୟିତ୍ରୀ ପ୍ରଧାନଶିକ୍ଷକଙ୍କ ବିରୋଧରେ ଶାରୀରିକ, ମାନସିକ ଓ ଯୌନ ଉତ୍ପୀଡ଼ନର ଅଭିଯୋଗ ଆଣିଛନ୍ତି। ମାମଲା ରୁଜୁ କରି ପୋଲିସ ପ୍ରଧାନଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।

ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଥାନା ଅଞ୍ଚଳର ଏକ ସରକାରୀ ସ୍କୁଲରେ କାର୍ଯ୍ୟରତ ଜଣେ ମହିଳା ଶିକ୍ଷୟିତ୍ରୀ ସେହି ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଶାରୀରିକ, ମାନସିକ ଓ ଯୌନ ଉତ୍ପୀଡ଼ନର ଗୁରୁତର ଅଭିଯୋଗ ଆଣିଛନ୍ତି। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।

ଅଭିଯୋଗ ଅନୁଯାୟୀ, ମହିଳା ଶିକ୍ଷୟିତ୍ରୀ ବାରମ୍ବାର ପ୍ରଧାନଶିକ୍ଷକଙ୍କ ଅନୁଚିତ ବ୍ୟବହାରକୁ ବିରୋଧ କରିଥିଲେ। ପରେ ସେ ବିଭାଗୀୟ ଉଚ୍ଚ ଅଧିକାରୀ ଏବଂ ସ୍ଥାନୀୟ ପୋଲିସ ନିକଟରେ ଲିଖିତ ଅଭିଯୋଗ ଦାଖଲ କରିଥିଲେ।

ଅଭିଯୋଗ ଦାଖଲ ହେବାର ପାଞ୍ଚ ଦିନ ପରେ ସୋମବାର ଅପରାହ୍ନରେ ସ୍କୁଲ ଛୁଟି ପରେ ପୋଲିସ ତଦନ୍ତ ପାଇଁ ସ୍କୁଲରେ ପହଞ୍ଚିଥିଲା। ଘଟଣା ସମ୍ପର୍କରେ ଖବର ପ୍ରଚାର ହେବା ପରେ ଶତାଧିକ ସ୍ଥାନୀୟ ମହିଳା ସ୍କୁଲ ପରିସରରେ ଏକତ୍ରିତ ହୋଇ ପ୍ରଧାନଶିକ୍ଷକଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ପୋଲିସକୁ ମଧ୍ୟ ବେଶ୍ କଷ୍ଟ ସହିବାକୁ ପଡ଼ିଥିଲା।

ପରେ ପୋଲିସ ଅଭିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି।

ଭଦ୍ରକ ଅତିରିକ୍ତ ଏସପି ଅରୂପ ଅଭିଷେକ ବେହେରା କହିଛନ୍ତି, ଜଣେ ଶିକ୍ଷୟିତ୍ରୀ ସେହି ସ୍କୁଲର ପ୍ରଧାନଶିକ୍ଷକଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଓ ଅଶ୍ଳୀଳ ବ୍ୟବହାର ନେଇ ଅଭିଯୋଗ କରିଛନ୍ତି। ଏହାକୁ ଆଧାର କରି ଭଣ୍ଡାରିପୋଖରୀ ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଅଭିଯୁକ୍ତଙ୍କୁ ପଚରାଉଚରା ପାଇଁ ଅଟକ ରଖାଯାଇଛି।

Latest News
ସାପ୍ତାହିକ ରାଶିଫଳ: ୨୪ ଅଗଷ୍ଟରୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ କାହାର ଚମକିବ ଭାଗ୍ୟ, କାହାକୁ ରହିବାକୁ ପଡ଼ିବ ସତର୍କ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ସାପ୍ତାହିକ ରାଶିଫଳ: ୨୪ ଅଗଷ୍ଟରୁ ୩୧ ଅଗଷ୍ଟ...

ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର, ଜାଣନ୍ତୁ ୧୨ ରାଶିର ଭାଗ୍ୟଫଳ : କେମିତି କଟିବ ଆପଣଙ୍କ ସପ୍ତାହ?

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର,...

ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...

MS ଧୋନିଙ୍କ IPL ଭବିଷ୍ୟତ ନେଇ ବଡ଼ ଖୁଲାସା, କ’ଣ ଚାହୁଁଛନ୍ତି CSKର ପୂର୍ବତନ ଖେଳାଳି?

MS ଧୋନିଙ୍କ IPL ଭବିଷ୍ୟତ ନେଇ ବଡ଼...

ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳିଏସ୍. ବଦ୍ରିନାଥଭ...

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର ୨୦୨୬

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର...

ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧ ବିଲିୟନ୍ ଡଲାରର ବ୍ୟବସାୟରେ ପରିଣତ କଲା କମ୍ପାନୀ

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧...

ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...

ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ମେଣ୍ଟକୁ ମିଳିବ ନୂଆ ନାଁ, ତିଆରି ହେବ ସ୍ୱତନ୍ତ୍ର ରାଜନୈତିକ ପରିଚୟ

ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ମେଣ୍ଟକୁ ମିଳିବ ନୂଆ...

ତାମିଲନାଡୁର ଶାସକ ମେଣ୍ଟ ଏବେ ନିଜର ଏକ ସ୍ୱତନ୍ତ୍ର ରାଜନୈତ...

US Open Day 8: ସାବାଲେଙ୍କା-ଆଲକାରାଜଙ୍କ ଉପରେ ନଜର, କ୍ୱାର୍ଟର ଫାଇନାଲ୍ ପାଇଁ ଲଢ଼େଇ

US Open Day 8: ସାବାଲେଙ୍କା-ଆଲକାରାଜଙ୍କ ଉପରେ...

ନ୍ୟୁୟର୍କ: US Open 2026 ଦ୍ୱିତୀୟ ସପ୍ତାହରେ ପହଞ୍ଚିଛି।...

ଡ୍ରେସିଂ ରୁମ୍‌ ବ୍ୟବହାରକୁ ନେଇ ଚିନ୍ତା: ରିଜୱାନ୍ ଓ ଇମାମ୍‌ଙ୍କୁ ଇଂଲଣ୍ଡରୁ ଘରକୁ ପଠାଇଥିଲା PCB!

ଡ୍ରେସିଂ ରୁମ୍‌ ବ୍ୟବହାରକୁ ନେଇ ଚିନ୍ତା: ରିଜୱାନ୍...

ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଏବେ ଦଳର ଚୟନ କମିଟି ଏ...

ଚଣ୍ଡୀଗଡ଼, ନଦୀଜଳ ଓ ବନ୍ଦୀ ଶିଖଙ୍କ ପ୍ରସଙ୍ଗରେ ସ୍ପଷ୍ଟତା ନଆସିଲେ ବିଜେପି ସହ ମେଣ୍ଟ ନାହିଁ: SAD (ପୁନର ସୁରଜିତ)

ଚଣ୍ଡୀଗଡ଼, ନଦୀଜଳ ଓ ବନ୍ଦୀ ଶିଖଙ୍କ ପ୍ରସଙ୍ଗରେ...

ଶିରୋମଣି ଅକାଳୀ ଦଳ (ପୁନର ସୁରଜିତ) ବିଜେପି ସହ ମେଣ୍ଟକୁ ନ...

ୟୁଏସ୍‌ ଓପନ୍‌ରେ ଭାରତକୁ ଝଟକା: ଭାମ୍ବ୍ରି-ଚନ୍ଦ୍ରଶେଖର ବିଦା, ଦ୍ୱିତୀୟ ରାଉଣ୍ଡରେ ବାଲାଜୀ

ୟୁଏସ୍‌ ଓପନ୍‌ରେ ଭାରତକୁ ଝଟକା: ଭାମ୍ବ୍ରି-ଚନ୍ଦ୍ରଶେଖର ବିଦା,...

ନ୍ୟୁୟର୍କ: ୟୁଏସ୍‌ ଓପନ୍‌ରେ ଭାରତୀୟ ଟେନିସ୍&z...

‘ନ୍ୟୁ ମେକ୍ସିକୋ’ ହେବ ‘ନ୍ୟୁ ଆମେରିକା’? ଟ୍ରମ୍ପଙ୍କ ମ୍ୟାପ୍ ପୋଷ୍ଟକୁ ନେଇ ଚର୍ଚ୍ଚା

‘ନ୍ୟୁ ମେକ୍ସିକୋ’ ହେବ ‘ନ୍ୟୁ ଆମେରିକା’? ଟ୍ରମ୍ପଙ୍କ...

ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପଆମେରିକାର ରାଜ୍ୟନ୍ୟୁ...

ହର୍ମୁଜ୍‌ ପ୍ରଣାଳୀ ବାହାରେ ‘ଏକ୍ସକ୍ଲୁଜନ୍ ଜୋନ୍’ ଘୋଷଣା କରିବ ଇରାନ, ଆମେରିକା ସହ ବଢ଼ିଲା ତିକ୍ତତା

ହର୍ମୁଜ୍‌ ପ୍ରଣାଳୀ ବାହାରେ ‘ଏକ୍ସକ୍ଲୁଜନ୍ ଜୋନ୍’ ଘୋଷଣା...

ହର୍ମୁଜ୍ ପ୍ରଣାଳୀକୁ ନେଇ ଆମେରିକା ଓ ଇରାନ ମଧ୍ୟରେ ତିକ୍ତତ...

Breaking News
କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍ କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍
+