Family of Bhubaneswar hit-and-run victim protests outside luxury car driver's house demanding justice and compensation.

ଭୁବନେଶ୍ୱର ହିଟ୍ ଆଣ୍ଡ ରନ୍ ମାମଲା: କାର୍ ଚାଳକଙ୍କ ଘର ଆଗରେ ପରିବାରର ଧାରଣା, କ୍ଷତିପୂରଣ ଓ ନ୍ୟାୟ ଦାବି

ଭୁବନେଶ୍ୱରର ଶାସ୍ତ୍ରୀନଗର ଛକରେ ବିଳାସପୂର୍ଣ୍ଣ କାର୍ ଧକ୍କାରେ ପ୍ରାଣ ହରାଇଥିବା ବାଇକ୍ ଆରୋହୀ ଦେବୀ ପ୍ରସାଦ ରାଉତରାୟଙ୍କ ପରିବାର ରବିବାର କାର୍ ଚାଳକଙ୍କ ଘର ସାମ୍ନାରେ ଧାରଣା ଦେଇ କ୍ଷତିପୂରଣ ଓ ନ୍ୟାୟ ଦାବି କରିଛନ୍ତି।

ଭୁବନେଶ୍ୱରରେ ଘଟିଥିବା ହିଟ୍ ଆଣ୍ଡ ରନ୍ ଘଟଣାକୁ ନେଇ ପୁଣିଥରେ ଉତ୍ତେଜନା ଦେଖାଦେଇଛି। ବିଳାସପୂର୍ଣ୍ଣ କାର୍ ଧକ୍କାରେ ପ୍ରାଣ ହରାଇଥିବା ବାଇକ୍ ଆରୋହୀଦେବୀ ପ୍ରସାଦ ରାଉତରାୟଙ୍କ ପରିବାର ରବିବାର କାର୍ ଚାଳକସୌମ୍ୟ ରଞ୍ଜନ ରଥଙ୍କ ବାସଭବନ ସାମ୍ନାରେ ଧାରଣାରେ ବସି କ୍ଷତିପୂରଣ ଓ ନ୍ୟାୟ ଦାବି କରିଛନ୍ତି।

ଗତଜୁଲାଇ ୧୩ତାରିଖରେ ଭୁବନେଶ୍ୱରର ଶାସ୍ତ୍ରୀନଗର ଛକରେ ଏକ ବିଳାସପୂର୍ଣ୍ଣ କାର୍ ବାଇକ୍କୁ ଧକ୍କା ଦେଇଥିବା ଅଭିଯୋଗ ହୋଇଥିଲା। ଏହି ଦୁର୍ଘଟଣାରେ ବାଇକ୍ ଆରୋହୀ ଦେବୀ ପ୍ରସାଦ ରାଉତରାୟ ଗୁରୁତର ଆହତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ପରେ ତାଙ୍କର ମୃତ୍ୟୁ ଘଟିଥିଲା।

ମୃତକଙ୍କ ପତ୍ନୀ, ଭଉଣୀ ଏବଂ ଗାଁର ଅନେକ ଲୋକ ଏହି ଧାରଣାରେ ସାମିଲ ହୋଇଥିଲେ। ସେମାନେ ଦୁର୍ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ସହ ଉଚିତ କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି।

ପରିବାର ସଦସ୍ୟଙ୍କ କହିବା ଅନୁଯାୟୀ, ପରିବାରର ମୁଖ୍ୟ ରୋଜଗାରକ୍ଷମ ବ୍ୟକ୍ତିଙ୍କୁ ହରାଇବା ପରେ ସେମାନେ ଗଭୀର ଆର୍ଥିକ ଓ ମାନସିକ ସଙ୍କଟ ମଧ୍ୟରେ ଅଛନ୍ତି। ସେମାନଙ୍କ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ସେମାନେ ସ୍ପଷ୍ଟ କରିଛନ୍ତି।

ଧାରଣା ଯୋଗୁଁ ସ୍ଥାନୀୟ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା। ଏପଟେ ଦୁର୍ଘଟଣାର ତଦନ୍ତ ଜାରି ରହିଥିବା ବେଳେ କାର୍ ଚାଳକଙ୍କ ପରିବାର ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଔପଚାରିକ ପ୍ରତିକ୍ରିୟା ମିଳିନାହିଁ।

Latest News
ଅଗ୍ନିବୀରଙ୍କୁ ମାଗଣା ଉଚ୍ଚଶିକ୍ଷା! ୧୦୦% ଟ୍ୟୁସନ୍ ଫି’ ଛାଡ଼ କରିବ ଏହି ବିଶ୍ୱବିଦ୍ୟାଳୟ

ଅଗ୍ନିବୀରଙ୍କୁ ମାଗଣା ଉଚ୍ଚଶିକ୍ଷା! ୧୦୦% ଟ୍ୟୁସନ୍ ଫି’...

ପୂର୍ବତନ ଅଗ୍ନିବୀରମାନଙ୍କ ଉଚ୍ଚଶିକ୍ଷା ଓ ଭଲ ରୋଜଗାର ସୁଯୋ...

ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ମେଣ୍ଟକୁ ମିଳିବ ନୂଆ ନାଁ, ତିଆରି ହେବ ସ୍ୱତନ୍ତ୍ର ରାଜନୈତିକ ପରିଚୟ

ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ମେଣ୍ଟକୁ ମିଳିବ ନୂଆ...

ତାମିଲନାଡୁର ଶାସକ ମେଣ୍ଟ ଏବେ ନିଜର ଏକ ସ୍ୱତନ୍ତ୍ର ରାଜନୈତ...

ହର୍ମୁଜ୍‌ ପ୍ରଣାଳୀ ବାହାରେ ‘ଏକ୍ସକ୍ଲୁଜନ୍ ଜୋନ୍’ ଘୋଷଣା କରିବ ଇରାନ, ଆମେରିକା ସହ ବଢ଼ିଲା ତିକ୍ତତା

ହର୍ମୁଜ୍‌ ପ୍ରଣାଳୀ ବାହାରେ ‘ଏକ୍ସକ୍ଲୁଜନ୍ ଜୋନ୍’ ଘୋଷଣା...

ହର୍ମୁଜ୍ ପ୍ରଣାଳୀକୁ ନେଇ ଆମେରିକା ଓ ଇରାନ ମଧ୍ୟରେ ତିକ୍ତତ...

ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ

ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ...

ଭାରତ ଏବେ୬-ଜି ଟେକ୍ନୋଲୋଜିର ବିଶ୍ୱସ୍ତରୀୟ ଦୌଡ଼ରେଆହୁରି ଏ...

୨୦୪୦ ସୁଦ୍ଧା ଦିଲ୍ଲୀର PM2.5 ପ୍ରଦୂଷଣ ୨୦% କମିପାରେ, ବିଳମ୍ବ ହେଲେ ବଢ଼ିବ ବିପଦ

୨୦୪୦ ସୁଦ୍ଧା ଦିଲ୍ଲୀର PM2.5 ପ୍ରଦୂଷଣ ୨୦%...

ଦିଲ୍ଲୀର ବାୟୁ ପ୍ରଦୂଷଣ ନିୟନ୍ତ୍ରଣ ପଦକ୍ଷେପ ସମୟସୀମା ମଧ୍...

ବିମାନରେ ଯାତ୍ରୀଙ୍କ ଉତ୍ପାତ: ଡକ୍ଟ ଟେପ୍ ଓ ଜିପ୍ ଟାଇରେ ସିଟ୍‌ରେ ବାନ୍ଧିଲେ, ବିମାନ ବାଲ୍ଟିମୋରରେ ଅବତରଣ

ବିମାନରେ ଯାତ୍ରୀଙ୍କ ଉତ୍ପାତ: ଡକ୍ଟ ଟେପ୍ ଓ...

ଆମେରିକାନ୍ ଏୟାରଲାଇନ୍ସର ଏକ ଉଡ଼ାଣ ବେଳେ ଜଣେ ଯାତ୍ରୀଙ୍କ...

‘ନ୍ୟୁ ମେକ୍ସିକୋ’ ହେବ ‘ନ୍ୟୁ ଆମେରିକା’? ଟ୍ରମ୍ପଙ୍କ ମ୍ୟାପ୍ ପୋଷ୍ଟକୁ ନେଇ ଚର୍ଚ୍ଚା

‘ନ୍ୟୁ ମେକ୍ସିକୋ’ ହେବ ‘ନ୍ୟୁ ଆମେରିକା’? ଟ୍ରମ୍ପଙ୍କ...

ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପଆମେରିକାର ରାଜ୍ୟନ୍ୟୁ...

ମହାରାଷ୍ଟ୍ରରେ ୮୮୦ ଫାର୍ମା ୟୁନିଟ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ; ₹୧୧.୪୧ କୋଟିର ଔଷଧ ଓ କସମେଟିକ୍ସ ଜବତ

ମହାରାଷ୍ଟ୍ରରେ ୮୮୦ ଫାର୍ମା ୟୁନିଟ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ;...

ମୁମ୍ବାଇ:ଅସୁରକ୍ଷିତ, ନିମ୍ନମାନର ଓ ଅନଧିକୃତ ଔଷଧ ବିକ୍ରି...

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+