ଲଗାଣ ବର୍ଷାରେ ବେହାଲ ଭୁବନେଶ୍ୱର-କଟକ: ଜଳମଗ୍ନ ରାସ୍ତା, ଜନଜୀବନ ଅସ୍ତବ୍ୟସ୍ତ

ଲଗାତାର ବର୍ଷା ଯୋଗୁଁ ରାଜଧାନୀ ଭୁବନେଶ୍ୱର ଓ କଟକ ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ତଳିଆ ଅଞ୍ଚଳଗୁଡ଼ିକରେ ଆଣ୍ଠୁଏ ଉଚ୍ଚର ପାଣି ଜମିଥିବାରୁ ଯାତାୟାତ ଓ ସାଧାରଣ ଜନଜୀବନ ବ୍ୟାପକ ଭାବେ ପ୍ରଭାବିତ ହୋଇଛି। ପାଣିପାଗ ବିଭାଗ ଆସନ୍ତା ୫ ଦିନ ଯାଏଁ ପ୍ରବଳ ବର୍ଷା ଜାରି ରହିବାର ସମ୍ଭାବନା କରିଛି।
Heavy rain causes severe waterlogging in Bhubaneswar and Cuttack, disrupting traffic and daily life across Odisha.
Heavy rain causes severe waterlogging in Bhubaneswar and Cuttack, disrupting traffic and daily life across Odisha.

ଲଗାତାର ବର୍ଷା ଯୋଗୁଁ ରାଜଧାନୀଭୁବନେଶ୍ୱରଓକଟକସମେତ ଓଡ଼ିଶାର ବିଭିନ୍ନ ସହରରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ତଳିଆ ଅଞ୍ଚଳରେ ବର୍ଷା ପାଣି ଜମି ରହିଥିବାରୁ ସାଧାରଣ ଜନଜୀବନ ଓ ଯାତାୟାତ ବ୍ୟବସ୍ଥା ବ୍ୟାପକ ଭାବେ ବାଧାପ୍ରାପ୍ତ ହୋଇଛି।

ରିପୋର୍ଟ ଅନୁଯାୟୀ, ଅନେକ ସ୍ଥାନରେଆଣ୍ଠୁଏ ଉଚ୍ଚର ପାଣିଜମିଥିବାରୁ ପ୍ରମୁଖ ସଡ଼କଗୁଡ଼ିକ ଜଳମଗ୍ନ ହୋଇପଡ଼ିଛି। ଫଳରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଥିବାବେଳେ କାର୍ଯ୍ୟାଳୟ ଯାତ୍ରୀ ଓ ସାଧାରଣ ଲୋକମାନେ ବହୁ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି।

ଭୁବନେଶ୍ୱରର ସହିଦ ନଗରଅଞ୍ଚଳ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ତଳିଆ ଅଞ୍ଚଳରେ ବର୍ଷା ପାଣି ପଶିଯାଇଥିବାରୁ ସ୍ଥାନୀୟ ବସ୍ତି ଓ ଘର ନିକଟରେ ବନ୍ୟା ପରି ସ୍ଥିତି ସୃଷ୍ଟି ହୋଇଛି। ଏଥିପାଇଁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଚିନ୍ତା ବଢ଼ିଛି।

ଲଗାଣ ବର୍ଷା ଯୋଗୁଁ କଟକର ବିଭିନ୍ନ ତଳିଆ ଅଞ୍ଚଳରେ ମଧ୍ୟ ପାଣି ଜମି ରହିଥିବାରୁ ଯାତାୟାତ ବ୍ୟବସ୍ଥା ପ୍ରଭାବିତ ହୋଇଛି। ଅନେକ ସ୍ଥାନରେ ରାସ୍ତା ଉପରେ ପାଣି ଚାଲୁଥିବାରୁ ଯାନବାହନ ଧୀର ଗତିରେ ଚଳାଚଳ କରୁଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ସୃଷ୍ଟି ହୋଇଥିବାଲଘୁଚାପ କ୍ଷେତ୍ରଆସନ୍ତା ଦୁଇ ଦିନ ମଧ୍ୟରେ ଆହୁରି ସକ୍ରିୟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀପାଞ୍ଚ ଦିନ ଧରି ଓଡ଼ିଶାରେ ପ୍ରବଳ ବର୍ଷାଜାରି ରହିପାରେ। ବିଶେଷକରିଉପକୂଳ, ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି।

ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅନାବଶ୍ୟକ ବାହାରକୁ ନ ବାହାରିବା ଏବଂ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

LIVE TV
LIVE
Latest News
ଦିନରେ ପୁଲିସ ଡ୍ରାଇଭର, ସନ୍ଧ୍ୟାରେ ଚେନ୍ ଲୁଟେରା! ଭୁବନେଶ୍ୱରରେ ୩ ଗିରଫ, ୧୩ ଲକ୍ଷର ସୁନା ଜବତ

ଦିନରେ ପୁଲିସ ଡ୍ରାଇଭର, ସନ୍ଧ୍ୟାରେ ଚେନ୍ ଲୁଟେରା!...

ଭୁବନେଶ୍ୱର:ଦିନରେ ପୁଲିସ ଡ୍ରାଇଭର, ଆଉ ସନ୍ଧ୍ୟା ହେଲେ ଚେନ...

‘ରାମାୟଣ’ରେ ରାବଣଙ୍କ ସୁନାର ସିଂହାସନ! ନିର୍ମାଣରେ ଖର୍ଚ୍ଚ ହୋଇଛି ୧ କୋଟି, ଜାଣନ୍ତୁ କେମିତି ହୋଇଥିଲା ପ୍ରସ୍ତୁତ

‘ରାମାୟଣ’ରେ ରାବଣଙ୍କ ସୁନାର ସିଂହାସନ! ନିର୍ମାଣରେ ଖର୍ଚ୍ଚ...

ବଲିଉଡ୍‌ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାମାୟଣ:...

ଓଡ଼ିଶାରେ ଟର୍ଣ୍ଣାଡୋ ଆଶଙ୍କା କେତେ ବଡ଼? କରଞ୍ଜିଆରୁ ଏରସମା ଘଟଣା, ଜାଣନ୍ତୁ ଘୂର୍ଣ୍ଣିଝଡ଼ ସୃଷ୍ଟିର କାରଣ

ଓଡ଼ିଶାରେ ଟର୍ଣ୍ଣାଡୋ ଆଶଙ୍କା କେତେ ବଡ଼? କରଞ୍ଜିଆରୁ...

ଓଡ଼ିଶା କହିଲେ ମନକୁ ଆସେ ବାତ୍ୟା, ବନ୍ୟା ଓ କାଳବୈଶାଖୀର ଚ...

କୋଟିଆରେ ଓଡ଼ିଶାର କଟକଣାକୁ ଚକ୍‌ମା! ଜଙ୍ଗଲ ରାସ୍ତାରେ ଯାଇ ଆନ୍ଧ୍ରରେ ଭୋଟ୍ ଦେଲେ ୮୦୦ରୁ ଅଧିକ ଭୋଟର

କୋଟିଆରେ ଓଡ଼ିଶାର କଟକଣାକୁ ଚକ୍‌ମା! ଜଙ୍ଗଲ ରାସ୍ତାରେ...

ପୁଣି ଚର୍ଚ୍ଚାରେ ଓଡ଼ିଶା-ଆନ୍ଧ୍ର ସୀମା ବିବାଦୀୟ ଅଞ୍ଚଳ କୋ...

‘ରାମାୟଣ ପାର୍ଟ-୨’ରେ ସୁଗ୍ରୀବ ହେବେ ସୁହେଲ ନୟ୍ୟର! ରାମଙ୍କ ସହ ସୁଗ୍ରୀବଙ୍କ ବନ୍ଧୁତ୍ୱର ଭାବନାକୁ ନେଇ କହିଲେ ଅଭିନେତା

‘ରାମାୟଣ ପାର୍ଟ-୨’ରେ ସୁଗ୍ରୀବ ହେବେ ସୁହେଲ ନୟ୍ୟର!...

ନିତେଶ ତିୱାରୀଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ: ର...

OTTରେ ରିଲିଜ୍ ହେବ ରଜନୀକାନ୍ତଙ୍କ ‘ଜେଲର୍-୨’! ନଭେମ୍ବର ୧୨ରୁ ଘରେ ବସି ଦେଖିପାରିବେ ଫିଲ୍ମ

OTTରେ ରିଲିଜ୍ ହେବ ରଜନୀକାନ୍ତଙ୍କ ‘ଜେଲର୍-୨’! ନଭେମ୍ବର...

ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ବ...

‘ରାମାୟଣ’ରେ ହନୁମାନ ଅବତାରରେ ସନି ଦେଓଲ! ଦିଲଜିତ୍‌ଙ୍କ କଣ୍ଠରେ ହନୁମାନ ଚାଳିଶା ରିଲିଜ୍‌, ଭାଇରାଲ୍ ହେଉଛି ପୋଷ୍ଟ-କ୍ରେଡିଟ୍‌ ସିନ୍‌

‘ରାମାୟଣ’ରେ ହନୁମାନ ଅବତାରରେ ସନି ଦେଓଲ! ଦିଲଜିତ୍‌ଙ୍କ...

ବହୁ ପ୍ରତୀକ୍ଷାର ଅନ୍ତ ଘଟାଇ ନଭେମ୍ବର ୫ ତାରିଖରେ ପରଦାକୁ...

ଦୀପାବଳି ପୂର୍ବରୁ ଭୁବନେଶ୍ୱରରେ ବାଣ ବିକ୍ରି ଆରମ୍ଭ! କଡ଼ା ସୁରକ୍ଷା ନିୟମ, ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଦୀପାବଳି ପୂର୍ବରୁ ଭୁବନେଶ୍ୱରରେ ବାଣ ବିକ୍ରି ଆରମ୍ଭ!...

ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳିକୁ ଆଉ ଅଳ୍ପ ଦିନ ବାକି।...

Breaking News
ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ
+