Low pressure over the Bay of Bengal likely to intensify into a depression, bringing heavy rain across Odisha.

ଆଗାମୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ; ଉତ୍ତର ଓଡ଼ିଶା-ଛତିଶଗଡ଼ ଦେଇ ଗତି, ପ୍ରବଳ ବର୍ଷା ସତର୍କତା

ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଉତ୍ତର ଓଡ଼ିଶା ଓ ଛତିଶଗଡ଼ ଦେଇ ଗତି କରିବା ସହ ରାଜ୍ୟର ଉତ୍ତର, ପଶ୍ଚିମ ଓ ମଧ୍ୟ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଝଡ଼ପବନ ଓ ବଜ୍ରପାତର ସମ୍ଭାବନା ରହିଛି।

ରାଜ୍ୟବାସୀଙ୍କ ପାଇଁ ପୁଣି ଥରେ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ସତର୍କତା ଜାରି କରାଯାଇଛି। ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆଗାମୀ୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନାରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଅବପାତରେ ପରିଣତ ହେବା ପରେ ଏହି ପାଣିପାଗ ବ୍ୟବସ୍ଥାପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଓଡ଼ିଶା ଏବଂ ଛତିଶଗଡ଼ ଦେଇ ଅଗ୍ରସର ହେବ।

ଏହାର ପ୍ରଭାବରେଉତ୍ତର, ପଶ୍ଚିମ ଓ ମଧ୍ୟ ଓଡ଼ିଶାରଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ପବନର ବେଗ ବଢ଼ିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ବଜ୍ରପାତ ଓ ଝଡ଼ ପବନ ମଧ୍ୟ ହୋଇପାରେ।

ଲଗାତାର ବର୍ଷା ଯୋଗୁଁ ନଦୀଗୁଡ଼ିକର ଜଳସ୍ତର ବଢ଼ିବା, ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହେବା ଏବଂ ସହରାଞ୍ଚଳରେ ଜଳଜମା ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନକୁ ସଜାଗ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।

ସାଧାରଣ ଲୋକଙ୍କୁ ଅନାବଶ୍ୟକ କାରଣରେ ଘରୁ ବାହାରକୁ ନ ଯିବା, ଜଳବନ୍ଦୀ ଅଞ୍ଚଳ ଓ ନଦୀକୂଳକୁ ଏଡ଼ାଇବାକୁ ପରାମର୍ଶ ଦିଆଯାଇଛି।

ବିଶେଷକରିମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାପାଇଁ ସତର୍କ କରାଯାଇଥିବାବେଳେ ନଦୀକୂଳବର୍ତ୍ତୀ ଅଞ୍ଚଳର ଲୋକମାନଙ୍କୁ ମଧ୍ୟ ସତର୍କ ରହିବାକୁ ପାଣିପାଗ ବିଭାଗ ଅନୁରୋଧ କରିଛି।

Latest News
‘Om’ରେ ମାସ୍‌ ଅବତାରରେ ମମୁଟ୍ଟି; ଧନୁଷଙ୍କ ଫିଲ୍ମରେ ଚରିତ୍ର ରିଭିଲ୍‌ ହେଲା ‘ବର୍ମା କାର୍ତ୍ତିକେୟନ୍’

‘Om’ରେ ମାସ୍‌ ଅବତାରରେ ମମୁଟ୍ଟି; ଧନୁଷଙ୍କ ଫିଲ୍ମରେ...

ମାଲାୟାଲମ୍ ସୁପରଷ୍ଟାରମମୁଟ୍ଟିଙ୍କ ୭୫ତମ ଜନ୍ମଦିନରେ ତାଙ୍କ...

ଅଧିକ ଘିଅ ଖାଉଛନ୍ତି କି? ହୋଇପାରେ ଗଲ୍‌ଷ୍ଟୋନ୍‌ ସମସ୍ୟା, ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟଙ୍କ ପରାମର୍ଶ

ଅଧିକ ଘିଅ ଖାଉଛନ୍ତି କି? ହୋଇପାରେ ଗଲ୍‌ଷ୍ଟୋନ୍‌...

ଭାରତୀୟ ଖାଦ୍ୟପେୟରେ ଘିଅର ଏକ ପାରମ୍ପରିକ ସ୍ଥାନ ରହିଛି। କ...

ଭଲ ଗଟ୍‌ ହେଲ୍ଥ ପାଇଁ ଖାଉଛନ୍ତି କି? ଏହି ୫ଟି ଖାଦ୍ୟକୁ ଡାଏଟ୍‌ରେ ସାମିଲ କରନ୍ତୁ

ଭଲ ଗଟ୍‌ ହେଲ୍ଥ ପାଇଁ ଖାଉଛନ୍ତି କି?...

ଆମ ଶରୀରରେ ଗଟ୍ ବା ପାଚନତନ୍ତ୍ରର ଭୂମିକା କେବଳ ଖାଦ୍ୟ ହଜମ...

‘ଜିସ୍ମ’ କରିଲେ କ୍ୟାରିୟର ଶେଷ ହୋଇଯିବ ବୋଲି କୁହାଯାଇଥିଲା: ବିପାଶା ବାସୁ

‘ଜିସ୍ମ’ କରିଲେ କ୍ୟାରିୟର ଶେଷ ହୋଇଯିବ ବୋଲି...

ଅଭିନେତ୍ରୀବିପାଶା ବାସୁନିଜ ଫିଲ୍ମ କ୍ୟାରିୟରର ଏକ ଗୁରୁତ୍ୱ...

ଭାରତରେ ନୂଆ ନକଲି ରାବିଜ୍ ଟିକା ନେଇ ଆଲର୍ଟ, ମାସେ ପୂର୍ବରୁ ଅଷ୍ଟ୍ରେଲିଆ ଦେଇଥିଲା ସତର୍କତା

ଭାରତରେ ନୂଆ ନକଲି ରାବିଜ୍ ଟିକା ନେଇ...

ଭାରତରେ ବ୍ୟବହୃତ ଆଣ୍ଟି-ରାବିଜ୍ ଟିକାAbhayrabକୁ ନେଇ ପୁଣ...

‘ମିର୍ଜାପୁର: ଦି ମୁଭି’ରେ ୫୦ ବର୍ଷ ପୁରୁଣା ‘ସାଁସୋ କି ମାଲା’, ଗୀତର ଏହି ମାଷ୍ଟରଷ୍ଟ୍ରୋକ୍‌ ଦେଖି ଫ୍ୟାନ୍ସ ଚକିତ

‘ମିର୍ଜାପୁର: ଦି ମୁଭି’ରେ ୫୦ ବର୍ଷ ପୁରୁଣା...

**‘ମିର୍ଜାପୁର: ଦି ମୁଭି’**ରେ ଏକ ପ୍ରାୟ ୫୦...

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର ୨୦୨୬

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର...

ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...

‘ମିର୍ଜାପୁର: ଦି ମୁଭି’ର ବକ୍ସ ଅଫିସ୍‌ରେ ଭୌକାଳ; ୩ ଦିନରେ ବିଶ୍ୱବ୍ୟାପୀ ୧୩୨ କୋଟି ପାର୍

‘ମିର୍ଜାପୁର: ଦି ମୁଭି’ର ବକ୍ସ ଅଫିସ୍‌ରେ ଭୌକାଳ;...

‘ମିର୍ଜାପୁର: ଦି ମୁଭି’ବକ୍ସ ଅଫିସ୍ରେ ଜବରଦସ...

ଗଣେଶ ପୂଜା ପୂର୍ବରୁ ରାଜ ଠାକରେଙ୍କ ଚେତାବନୀ: ‘ଡିଜେ’ ଓ ଲେଜର୍‌ ଲାଇଟ୍‌ ସ୍ୱାସ୍ଥ୍ୟ ପାଇଁ ବିପଦ

ଗଣେଶ ପୂଜା ପୂର୍ବରୁ ରାଜ ଠାକରେଙ୍କ ଚେତାବନୀ:...

ମହାରାଷ୍ଟ୍ରରେ ଗଣେଶ ଚତୁର୍ଥୀ ପୂର୍ବରୁ ରାଜନୈତିକ ମାହୋଲ ମ...

Breaking News
କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍ କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍
+