ବିହାର ରାଜନୀତିରେ ପୁଣି ଏକ ବଡ଼ ପରିବର୍ତ୍ତନ ଘଟିବାକୁ ଯାଉଛି। ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି)ର ବରିଷ୍ଠ ନେତା ଏବଂ ଦୀର୍ଘଦିନର ପ୍ରବକ୍ତା ମୃତ୍ୟୁଞ୍ଜୟ ତିୱାରୀ ଆଜି ଭାରତୀୟ ଜନତା ପାର୍ଟି (ବିଜେପି)ରେ ଯୋଗ ଦେବେ।
କିଛି ଦିନ ପୂର୍ବରୁ ସେ ଆରଜେଡିର ସମସ୍ତ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ଦେବା ସମୟରେ ସେ କହିଥିଲେ ଯେ, ଦଳରେ ନିଷ୍ଠାବାନ ଏବଂ ସମର୍ପିତ କର୍ମୀମାନଙ୍କ ପାଇଁ ଆଉ ସମ୍ମାନର ସ୍ଥାନ ନାହିଁ। ଦଳ ଭିତରେ ବାରମ୍ବାର ଅପମାନିତ ହେଉଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା ମଧ୍ୟ କହିଥିଲେ।
ମୃତ୍ୟୁଞ୍ଜୟ ତିୱାରୀଙ୍କ ବିଜେପିରେ ଯୋଗଦାନକୁ ନେଇ ବିହାରର ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ବିଶେଷକରି ବାଙ୍କିପୁର ଉପନିର୍ବାଚନ ପୂର୍ବରୁ ଏହି ପଦକ୍ଷେପ ଆରଜେଡି ପାଇଁ ଏକ ବଡ଼ ଝଟକା ବୋଲି ରାଜନୈତିକ ବିଶ୍ଳେଷକମାନେ ମତ ଦେଉଛନ୍ତି।
ରାଜନୈତିକ ପର୍ଯ୍ୟବେକ୍ଷକଙ୍କ ମତରେ, ମୃତ୍ୟୁଞ୍ଜୟ ତିୱାରୀଙ୍କ ଦଳ ପରିବର୍ତ୍ତନ ବିହାରର ଆଗାମୀ ରାଜନୈତିକ ସମୀକରଣ ଉପରେ ପ୍ରଭାବ ପକାଇପାରେ। ତେବେ ଏହାର ପ୍ରକୃତ ପ୍ରଭାବ ଆଗାମୀ ଦିନରେ ସ୍ପଷ୍ଟ ହେବ।
କନିଷ୍ଠ ଏସିଆ କପ୍‌ ହକି ପ୍ରତିଯୋଗିତାରେ ଭାରତୀୟ ଦଳ...
ଏସିଆରେ ଚୀନ୍ ଓ ଜାପାନ ମଧ୍ୟରେ ସାମରିକ ତିକ୍ତତାକୁ ନେଇ ନୂ...
ପ୍ୟାରିସର ପ୍ରସିଦ୍ଧଏଫିଲ୍ ଟାୱାରରେ BAPS ପ୍ରତିନିଧିମଣ୍ଡଳ...
କଂଗ୍ରେସ ନେତା ତଥା ଲୋକସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧ...
ନେପାଳରେ ପ୍ରଳୟଙ୍କରୀ ବନ୍ୟାକୁ ୧୩ ଦିନ ବିତିଯାଇଥିଲେ ମଧ୍ୟ...
ବିଶ୍ୱର ମାନଚିତ୍ରକୁ ନେଇ ଆସିଛି ଏକ ବଡ଼ ଚର୍ଚ୍ଚା। ପ୍ରାୟ...
ଭାରତରେ ଆୟୋଜିତ ହେବାକୁ ଥିବା ୧୮ତମ BRICS ସମ୍ମିଳନୀ ପୂର୍...
ଜୋସେ ମୋରିନିଓଙ୍କ ଚାମ୍ପିଅନ୍ସ ଲିଗ୍‌ ରିଟର୍ନ ପାଇଁ...
ମାତ୍ର୨୧ ବର୍ଷ ବୟସ, ଓଜନ ୪୫.୭ କେଜି। ଶରୀର ଗଠନ ସ୍ଲିମ୍,...
ଚୀନରେ ପ୍ରକୃତିର ତାଣ୍ଡବ ଜାରି ରହିଛି। ଘୂର୍ଣ୍ଣିଝଡ଼ &lsq...
ଭାରତରେ ସାଟେଲାଇଟ୍ ବ୍ରଡବ୍ୟାଣ୍ଡ୍ ବା ମହାକାଶ ଇଣ୍ଟରନେଟ୍...
ଅଷ୍ଟ୍ରେଲିଆର ଲୋକପ୍ରିୟ ଟି-୨୦ ଟୁର୍ଣ୍ଣାମେଣ୍ଟ ବିଗ୍ ବ୍ୟା...