ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡ଼ାସ୍ଥିତ NTPC କଣିହା ପ୍ଲାଣ୍ଟରେ ଶନିବାର ସକାଳେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ପ୍ଲାଣ୍ଟର ବଙ୍କର-ବି’ରେ ଏହି ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି।
ବିସ୍ଫୋରଣରେ ଅତି କମରେ ୫ ଜଣ NTPC ଶ୍ରମିକ ଗୁରୁତର ଭାବେ ଦଗ୍ଧ ହୋଇଛନ୍ତି। ସମସ୍ତ ଆହତଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, ଗୁରୁତର ଆହତ ୫ ଜଣଙ୍କ ମଧ୍ୟରୁ ୩ ଜଣଙ୍କୁ ଚିକିତ୍ସା ପାଇଁ ତାଳଚେରର ଏକ ହସ୍ପିଟାଲକୁ ନିଆଯାଇଛି। ଅନ୍ୟ ୨ ଜଣଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି।
ବିସ୍ଫୋରଣର କାରଣ କ’ଣ ଏବଂ ଘଟଣା ସମୟରେ ବଙ୍କର-ବି’ରେ ଠିକ୍ କ’ଣ ଘଟିଥିଲା, ସେନେଇ ବିସ୍ତୃତ ସୂଚନା ଏପର୍ଯ୍ୟନ୍ତ ମିଳିନାହିଁ। ଘଟଣା ସମ୍ପର୍କରେ ଅଧିକ ତଥ୍ୟ ଅପେକ୍ଷା କରାଯାଉଛି।
ଭାରତୀୟ ଖାଦ୍ୟପେୟରେ ଘିଅର ଏକ ପାରମ୍ପରିକ ସ୍ଥାନ ରହିଛି। କ...
ତାମିଲନାଡୁ ରାଜନୀତିରେ ସିନେମା ଓ ରାଜନୀତିର ସମ୍ପର୍କ ନୂଆ...
ନୂଆଦିଲ୍ଲୀ:କେବଳ ପ୍ରଶ୍ନର ଉତ୍ତର ଦେବା ନୁହେଁ, ଏବେ ଆପଣଙ୍...
ମୁମ୍ବାଇ: ମହାରାଷ୍ଟ୍ରରେ ନବରାତ୍ରି ପୂର୍ବରୁ ଗର୍ବା ଓ ଡାଣ...
ମନି ଲଣ୍ଡରିଂ ମାମଲାକୁ ନେଇ ତୃଣମୂଳ କଂଗ୍ରେସର ରାଜ୍ୟସଭା ସ...
ମୁମ୍ବାଇ:ଭାରତର ଫିନ୍ଟେକ୍ କ୍ଷେତ୍ରର ସଫଳତା କେବଳ ଡିଜିଟ...
ମୁମ୍ବାଇ:ଅସୁରକ୍ଷିତ, ନିମ୍ନମାନର ଓ ଅନଧିକୃତ ଔଷଧ ବିକ୍ରି...
ମୁମ୍ବାଇ:ଭାରତୀୟ ଶେୟାର ବଜାରରେ ପୁଣି ଥରେ ବଡ଼ ଧରଣର ଚାପ...
ନୂଆଦିଲ୍ଲୀ:ଘର କିଣିବା ପାଇଁ ସମ୍ପୂର୍ଣ୍ଣ ଟଙ୍କା ଦେବା ପରେ...
କନ୍ନଡ ଅଭିନେତା ଶିବ ରାଜକୁମାର ହିନ୍ଦୀକୁ ‘ଜାତୀୟ ଭ...
ଆମ ଶରୀରରେ ଗଟ୍ ବା ପାଚନତନ୍ତ୍ରର ଭୂମିକା କେବଳ ଖାଦ୍ୟ ହଜମ...
ମହାରାଷ୍ଟ୍ରରେ ଗଣେଶ ଚତୁର୍ଥୀ ପୂର୍ବରୁ ରାଜନୈତିକ ମାହୋଲ ମ...