Former SCERT Director Manoj Padhi detained by Odisha Crime Branch in school textbook irregularities investigation.

ପାଠ୍ୟପୁସ୍ତକ ତ୍ରୁଟି ମାମଲା: ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଅଟକ ରଖି ପଚରାଉଚରା କରୁଛି କ୍ରାଇମବ୍ରାଞ୍ଚ

ଓଡ଼ିଶାର ପ୍ରାଥମିକ ପାଠ୍ୟପୁସ୍ତକରେ ମିଳିଥିବା ବ୍ୟାପକ ତ୍ରୁଟି ଘଟଣାରେ କ୍ରାଇମବ୍ରାଞ୍ଚ ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଟେଣ୍ଡର ପ୍ରକ୍ରିୟା, ମୁଦ୍ରଣ ସଂସ୍ଥା ଏବଂ ସମ୍ଭାବ୍ୟ ଆର୍ଥିକ ଅନିୟମିତତାକୁ ନେଇ ତଦନ୍ତ ଜାରି ରହିଛି।

ପ୍ରାଥମିକ ବିଦ୍ୟାଳୟ ପାଠ୍ୟପୁସ୍ତକରେ ଦେଖାଦେଇଥିବା ବ୍ୟାପକ ତ୍ରୁଟି ମାମଲାରେ ଓଡ଼ିଶା କ୍ରାଇମବ୍ରାଞ୍ଚ ମଙ୍ଗଳବାର ପୂର୍ବତନSCERTନିର୍ଦ୍ଦେଶକମନୋଜ ପାଢ଼ୀଙ୍କୁଅଟକ ରଖି ପଚରାଉଚରା କରୁଛି। ପୂର୍ବରୁ ପ୍ରାଥମିକ ପାଠ୍ୟପୁସ୍ତକରେ ବହୁ ସଂଖ୍ୟକ ତ୍ରୁଟି ଧରାପଡ଼ିବା ପରେ ତାଙ୍କୁ ନିଲମ୍ବିତ କରାଯାଇଥିଲା।

ସୋମବାର SCERT ପକ୍ଷରୁ କ୍ରାଇମବ୍ରାଞ୍ଚରେ ଏକ ଏଫଆଇଆର ରୁଜୁ ହେବା ପରେ ମଙ୍ଗଳବାର ମନୋଜ ପାଢ଼ୀଙ୍କୁ ଅଟକ ରଖି ପଚରାଉଚରା ଆରମ୍ଭ ହୋଇଛି।

କ୍ରାଇମବ୍ରାଞ୍ଚ ଡିଜିବିନୟତୋଷ ମିଶ୍ରସୂଚନା ଦେଇଛନ୍ତି ଯେ, ଡିଏସପିନରେନ୍ଦ୍ର ବେହେରାଙ୍କନେତୃତ୍ୱରେ ଗଠିତ ସ୍ୱତନ୍ତ୍ର ତଦନ୍ତ ଦଳ ଏହି ମାମଲାର ତଦନ୍ତ କରୁଛି।

ତଦନ୍ତରେ ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟି ପାଇଁ ପୂର୍ବତନ ନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସିଧାସଳଖ ଭୂମିକା ଥିଲା କି ନାହିଁ, ତାହା ଖୋଜାଯାଉଛି।

ଏହା ସହିତ ପାଠ୍ୟପୁସ୍ତକ ମୁଦ୍ରଣ କରିଥିବା ପ୍ରିଣ୍ଟିଂ ପ୍ରେସକୁ ମଧ୍ୟ କ୍ରାଇମବ୍ରାଞ୍ଚ ଯାଇ ଯାଞ୍ଚ କରିବ। ମୁଦ୍ରଣ ପର୍ଯ୍ୟାୟରେ କୌଣସି ଅନିୟମିତତା ହୋଇଥିଲା କି ନାହିଁ, ସେଥିରେ ମଧ୍ୟ ତଦନ୍ତ ହେବ।

ଏଥିସହ ଟେଣ୍ଡର ପ୍ରକ୍ରିୟା, କୌଣସି ଆର୍ଥିକ କାରବାର କିମ୍ବା ଅଧିକାରୀମାନଙ୍କୁ ଅନୁଚିତ ଲାଭ ପହଞ୍ଚିଥିଲା କି ନାହିଁ, ସେହି ଦିଗରେ ମଧ୍ୟ ତଦନ୍ତ ଚାଲିଛି।

ଏହି ଘଟଣାକୁ ନେଇ ପୂର୍ବରୁ ଏହା ଏକ ସୁଚିନ୍ତିତ ଷଡଯନ୍ତ୍ର ହୋଇପାରେ ବୋଲି ସନ୍ଦେହ ପ୍ରକାଶ ପାଇଥିଲା।

Latest News
୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି ଓଡ଼ିଶା, ୨୪ ଜିଲ୍ଲାକୁ ଆଲର୍ଟ

୬ ଜିଲ୍ଲାରେ ଅତିପ୍ରବଳ ବର୍ଷା! ବର୍ଷାରେ ଭିଜୁଛି...

ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟ...

ଡ୍ରେସିଂ ରୁମ୍‌ ବ୍ୟବହାରକୁ ନେଇ ଚିନ୍ତା: ରିଜୱାନ୍ ଓ ଇମାମ୍‌ଙ୍କୁ ଇଂଲଣ୍ଡରୁ ଘରକୁ ପଠାଇଥିଲା PCB!

ଡ୍ରେସିଂ ରୁମ୍‌ ବ୍ୟବହାରକୁ ନେଇ ଚିନ୍ତା: ରିଜୱାନ୍...

ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ଏବେ ଦଳର ଚୟନ କମିଟି ଏ...

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ ଅଧିକ ଘର କ୍ଷତିଗ୍ରସ୍ତ

ଫ୍ରାନ୍ସରେ ଭୟଙ୍କର ଟର୍ନାଡୋ: ୩୯ ଆହତ, ୩୦୦ରୁ...

ଫ୍ରାନ୍ସର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଭୟଙ୍କର ଟର୍ନାଡୋ ତାଣ୍...

ଚଣ୍ଡୀଗଡ଼, ନଦୀଜଳ ଓ ବନ୍ଦୀ ଶିଖଙ୍କ ପ୍ରସଙ୍ଗରେ ସ୍ପଷ୍ଟତା ନଆସିଲେ ବିଜେପି ସହ ମେଣ୍ଟ ନାହିଁ: SAD (ପୁନର ସୁରଜିତ)

ଚଣ୍ଡୀଗଡ଼, ନଦୀଜଳ ଓ ବନ୍ଦୀ ଶିଖଙ୍କ ପ୍ରସଙ୍ଗରେ...

ଶିରୋମଣି ଅକାଳୀ ଦଳ (ପୁନର ସୁରଜିତ) ବିଜେପି ସହ ମେଣ୍ଟକୁ ନ...

US Open Day 8: ସାବାଲେଙ୍କା-ଆଲକାରାଜଙ୍କ ଉପରେ ନଜର, କ୍ୱାର୍ଟର ଫାଇନାଲ୍ ପାଇଁ ଲଢ଼େଇ

US Open Day 8: ସାବାଲେଙ୍କା-ଆଲକାରାଜଙ୍କ ଉପରେ...

ନ୍ୟୁୟର୍କ: US Open 2026 ଦ୍ୱିତୀୟ ସପ୍ତାହରେ ପହଞ୍ଚିଛି।...

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ ଜଳସ୍ତର: ହିମସ୍ଖଳନ ଯୋଗୁଁ ନେପାଳରେ ଭୟଙ୍କର ବନ୍ୟା?

୩୦ ମିନିଟ୍‌ରେ ୯ ମିଟର ବଢ଼ିଲା ନଦୀ...

ନେପାଳର ରାସୁୱା ଜିଲ୍ଲାରେ ଅଗଷ୍ଟ ୨୬ରେ ଘଟିଥିବା ଭୟଙ୍କର ଆ...

ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ମେଣ୍ଟକୁ ମିଳିବ ନୂଆ ନାଁ, ତିଆରି ହେବ ସ୍ୱତନ୍ତ୍ର ରାଜନୈତିକ ପରିଚୟ

ବିଜୟଙ୍କ ନେତୃତ୍ୱାଧୀନ ତାମିଲନାଡୁ ମେଣ୍ଟକୁ ମିଳିବ ନୂଆ...

ତାମିଲନାଡୁର ଶାସକ ମେଣ୍ଟ ଏବେ ନିଜର ଏକ ସ୍ୱତନ୍ତ୍ର ରାଜନୈତ...

ୟୁଏସ୍‌ ଓପନ୍‌ରେ ଭାରତକୁ ଝଟକା: ଭାମ୍ବ୍ରି-ଚନ୍ଦ୍ରଶେଖର ବିଦା, ଦ୍ୱିତୀୟ ରାଉଣ୍ଡରେ ବାଲାଜୀ

ୟୁଏସ୍‌ ଓପନ୍‌ରେ ଭାରତକୁ ଝଟକା: ଭାମ୍ବ୍ରି-ଚନ୍ଦ୍ରଶେଖର ବିଦା,...

ନ୍ୟୁୟର୍କ: ୟୁଏସ୍‌ ଓପନ୍‌ରେ ଭାରତୀୟ ଟେନିସ୍&z...

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି; ମୃତାହତଙ୍କ ସମ୍ପର୍କରେ ବି ଅଜଣା ଅନେକ ତଥ୍ୟ

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି;...

ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...

ହର୍ମୁଜ୍‌ ପ୍ରଣାଳୀ ବାହାରେ ‘ଏକ୍ସକ୍ଲୁଜନ୍ ଜୋନ୍’ ଘୋଷଣା କରିବ ଇରାନ, ଆମେରିକା ସହ ବଢ଼ିଲା ତିକ୍ତତା

ହର୍ମୁଜ୍‌ ପ୍ରଣାଳୀ ବାହାରେ ‘ଏକ୍ସକ୍ଲୁଜନ୍ ଜୋନ୍’ ଘୋଷଣା...

ହର୍ମୁଜ୍ ପ୍ରଣାଳୀକୁ ନେଇ ଆମେରିକା ଓ ଇରାନ ମଧ୍ୟରେ ତିକ୍ତତ...

MS ଧୋନିଙ୍କ IPL ଭବିଷ୍ୟତ ନେଇ ବଡ଼ ଖୁଲାସା, କ’ଣ ଚାହୁଁଛନ୍ତି CSKର ପୂର୍ବତନ ଖେଳାଳି?

MS ଧୋନିଙ୍କ IPL ଭବିଷ୍ୟତ ନେଇ ବଡ଼...

ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବତନ ଖେଳାଳିଏସ୍. ବଦ୍ରିନାଥଭ...

‘ନ୍ୟୁ ମେକ୍ସିକୋ’ ହେବ ‘ନ୍ୟୁ ଆମେରିକା’? ଟ୍ରମ୍ପଙ୍କ ମ୍ୟାପ୍ ପୋଷ୍ଟକୁ ନେଇ ଚର୍ଚ୍ଚା

‘ନ୍ୟୁ ମେକ୍ସିକୋ’ ହେବ ‘ନ୍ୟୁ ଆମେରିକା’? ଟ୍ରମ୍ପଙ୍କ...

ଆମେରିକା ରାଷ୍ଟ୍ରପତିଡୋନାଲ୍ଡ ଟ୍ରମ୍ପଆମେରିକାର ରାଜ୍ୟନ୍ୟୁ...

Breaking News
କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍ କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍
+