Floodwater enters Maa Bhattarika Temple sanctum in Cuttack Odisha

କଟକର ମା’ ଭଟ୍ଟାରିକା ମନ୍ଦିରର ଗର୍ଭଗୃହରେ ପଶିଲା ବନ୍ୟାଜଳ, ବଢ଼ୁଛି ଜଳସ୍ତର

କଟକ ଜିଲ୍ଲା ବଡ଼ମ୍ବା ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି। ଜଳସ୍ତର ବଢ଼ିବାରୁ ପ୍ରସିଦ୍ଧ ମା’ ଭଟ୍ଟାରିକା ମନ୍ଦିର ପରିସରରେ ପ୍ରାୟ ୨ରୁ ୩ ଫୁଟ୍ ବନ୍ୟାଜଳ ପଶିଛି। ଏପରିକି ଜଳ ଗର୍ଭଗୃହ ପର୍ଯ୍ୟନ୍ତ ପହଞ୍ଚିଥିବା ବେଳେ ମନ୍ଦିର ପ୍ରଶାସନ ସ୍ଥିତି ଉପରେ ନଜର ରଖିଛି।

କଟକ ଜିଲ୍ଲା ବଡ଼ମ୍ବା ଅଞ୍ଚଳରେ ବନ୍ୟା ଆଶଙ୍କା ଘନୀଭୂତ ହୋଇଛି। ଜଳସ୍ତର କ୍ରମାଗତ ଭାବେ ବଢ଼ୁଥିବାରୁ ପ୍ରସିଦ୍ଧମା’ ଭଟ୍ଟାରିକା ମନ୍ଦିରମଧ୍ୟ ପ୍ରଭାବିତ ହୋଇଛି। ବନ୍ୟାଜଳ ମନ୍ଦିର ପରିସରକୁ ପ୍ରବେଶ କରିବା ସହ ଗର୍ଭଗୃହ ପର୍ଯ୍ୟନ୍ତ ପହଞ୍ଚିଛି।

ମନ୍ଦିର ପରିସରରେ ବର୍ତ୍ତମାନ ପ୍ରାୟ୨ରୁ ୩ ଫୁଟ୍ ପାଣିଜମିଥିବା ଜଣାପଡ଼ିଛି। ଜଳସ୍ତର ଆହୁରି ବଢ଼ିଲେ ମା’ ଭଟ୍ଟାରିକାଙ୍କ ମୂର୍ତ୍ତିକୁ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରିବାକୁ ମନ୍ଦିର ପ୍ରଶାସନ ପ୍ରସ୍ତୁତ ରହିଛି। ଜଳସ୍ତର ଆଉ ପ୍ରାୟ ୨ ଫୁଟ୍ ବଢ଼ିଲେ ଏନେଇ ପଦକ୍ଷେପ ନିଆଯିବ ବୋଲି ମନ୍ଦିର ପକ୍ଷରୁ କୁହାଯାଇଛି।

ବନ୍ୟା ପରିସ୍ଥିତି ସତ୍ତ୍ୱେ ମା’ ଭଟ୍ଟାରିକାଙ୍କ ନିୟମିତ ପୂଜା ଓ ନୀତିକାନ୍ତିରେ ବର୍ତ୍ତମାନ ସୁଦ୍ଧା ବାଧା ସୃଷ୍ଟି ହୋଇନାହିଁ। ମନ୍ଦିର କର୍ତ୍ତୃପକ୍ଷ ଜଳସ୍ତର ଉପରେ ନିରନ୍ତର ନଜର ରଖିଛନ୍ତି।

ସୂଚନା ଅନୁସାରେ, ବୁଧବାର ସକାଳଠାରୁ ଜଳସ୍ତର ବଢ଼ିବା ଅଟକିଥିବା ଜଣେ ମନ୍ଦିର ପୂଜକ କହିଛନ୍ତି। ତେବେ ଜଳସ୍ତର୪ ଫୁଟ୍ରୁ ଅଧିକହେଲେ ମୂର୍ତ୍ତିକୁ ଅନ୍ୟ ସ୍ଥାନକୁ ନେବାକୁ ପଡ଼ିବ ବୋଲି ସେ କହିଛନ୍ତି।

ବନ୍ୟାଜଳ ଘେରି ରହିଥିବାରୁ ଅନେକ ଲୋକ ମନ୍ଦିର ଓ ନଦୀର ସ୍ଥିତି ଦେଖିବାକୁ ଆସୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଉତ୍ସୁକ ଲୋକଙ୍କ ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ ବଢ଼ାଯାଇଛି।

Latest News
ମୁନିରଙ୍କ ବାର୍ତ୍ତା, ଜର୍ଦାରୀଙ୍କ ପ୍ରତିଯୋଜନା ଓ ପାକିସ୍ତାନର ନୂଆ ପ୍ରଦେଶ! ଲଣ୍ଡନର ୯୦ ମିନିଟ୍‌ର ଗୁପ୍ତ ବୈଠକକୁ ନେଇ ଚର୍ଚ୍ଚା

ମୁନିରଙ୍କ ବାର୍ତ୍ତା, ଜର୍ଦାରୀଙ୍କ ପ୍ରତିଯୋଜନା ଓ ପାକିସ୍ତାନର...

ପାକିସ୍ତାନରେ ନୂଆ ପ୍ରଦେଶ ଗଠନ ଓ ପ୍ରଦେଶ ବିଭାଜନକୁ ନେଇ ର...

ଭଲ ଗଟ୍‌ ହେଲ୍ଥ ପାଇଁ ଖାଉଛନ୍ତି କି? ଏହି ୫ଟି ଖାଦ୍ୟକୁ ଡାଏଟ୍‌ରେ ସାମିଲ କରନ୍ତୁ

ଭଲ ଗଟ୍‌ ହେଲ୍ଥ ପାଇଁ ଖାଉଛନ୍ତି କି?...

ଆମ ଶରୀରରେ ଗଟ୍ ବା ପାଚନତନ୍ତ୍ରର ଭୂମିକା କେବଳ ଖାଦ୍ୟ ହଜମ...

ବ୍ୟାଙ୍କ ଲକରରୁ ଗାଏବ ୩୯ ଲକ୍ଷର ସୁନା! ଅସଲି ଗହଣା ବଦଳରେ ରଖିଥିଲେ ନକଲି, ୨ ଗିରଫ

ବ୍ୟାଙ୍କ ଲକରରୁ ଗାଏବ ୩୯ ଲକ୍ଷର ସୁନା!...

ଗୁଜରାଟର ଜାମନଗରସ୍ଥିତ ଇଣ୍ଡିଆନ୍ ବ୍ୟାଙ୍କର ରଣଜିତସାଗର ରୋ...

ଭତ୍ତା ପାଣ୍ଠିରୁ ୧୬.୭୬ ଲକ୍ଷ ଟଙ୍କା ହେରଫେର ଅଭିଯୋଗ, ୩ ପଞ୍ଚାୟତ ଅଧିକାରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭତ୍ତା ପାଣ୍ଠିରୁ ୧୬.୭୬ ଲକ୍ଷ ଟଙ୍କା ହେରଫେର...

ବାଲେଶ୍ୱର ଜିଲ୍ଲାରେ ସାମାଜିକ ସୁରକ୍ଷା ଭତ୍ତା ପାଣ୍ଠି ହେର...

ଅଧିକ ଘିଅ ଖାଉଛନ୍ତି କି? ହୋଇପାରେ ଗଲ୍‌ଷ୍ଟୋନ୍‌ ସମସ୍ୟା, ଗ୍ୟାଷ୍ଟ୍ରୋଏଣ୍ଟେରୋଲୋଜିଷ୍ଟଙ୍କ ପରାମର୍ଶ

ଅଧିକ ଘିଅ ଖାଉଛନ୍ତି କି? ହୋଇପାରେ ଗଲ୍‌ଷ୍ଟୋନ୍‌...

ଭାରତୀୟ ଖାଦ୍ୟପେୟରେ ଘିଅର ଏକ ପାରମ୍ପରିକ ସ୍ଥାନ ରହିଛି। କ...

ମୋଦିଙ୍କ ରାଲି ପୂର୍ବରୁ ଦୁଇ ସନ୍ଦିଗ୍ଧ ଅଟକ, ଜଣଙ୍କ ନିକଟରୁ ନକଲି PMO ପରିଚୟପତ୍ର ଜବତ

ମୋଦିଙ୍କ ରାଲି ପୂର୍ବରୁ ଦୁଇ ସନ୍ଦିଗ୍ଧ ଅଟକ,...

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୁମ୍ବାଇ ଗସ୍ତ ପୂର୍ବର...

ଆମେରିକୀୟ AI ମଡେଲ୍‌ର କ୍ଷମତା ଚୋରି କରୁଛି ଚୀନ୍‌! ଚୀନ୍‌ର AI କମ୍ପାନୀ ବିରୋଧରେ ୱାଶିଂଟନ୍‌ର ଗୁରୁତର ଅଭିଯୋଗ

ଆମେରିକୀୟ AI ମଡେଲ୍‌ର କ୍ଷମତା ଚୋରି କରୁଛି...

ଆମେରିକା ଓ ଚୀନ୍‌ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (A...

୨୦୨୭କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ! ମାଡ଼ି ଆସିବ ଅଜଣା ରୋଗ, ଜନ୍ମ ନେବେ ‘ସୁପରହ୍ୟୁମାନ୍’!

୨୦୨୭କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ!...

ବୁଲଗେରିଆର ଭବିଷ୍ୟଦ୍ରଷ୍ଟା ବାବା ଭେଙ୍ଗାଙ୍କ ନାମରେ ୨୦୨୭କ...

ଗଣେଶ ପୂଜା ପୂର୍ବରୁ ରାଜ ଠାକରେଙ୍କ ଚେତାବନୀ: ‘ଡିଜେ’ ଓ ଲେଜର୍‌ ଲାଇଟ୍‌ ସ୍ୱାସ୍ଥ୍ୟ ପାଇଁ ବିପଦ

ଗଣେଶ ପୂଜା ପୂର୍ବରୁ ରାଜ ଠାକରେଙ୍କ ଚେତାବନୀ:...

ମହାରାଷ୍ଟ୍ରରେ ଗଣେଶ ଚତୁର୍ଥୀ ପୂର୍ବରୁ ରାଜନୈତିକ ମାହୋଲ ମ...

ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ପିଜି ଅପରେଟର୍ ଗିରଫ, ଅନ୍ୟ ୩ ପିଜିରେ ପୋଲିସର ଚଢ଼ାଉ

ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ପିଜି ଅପରେଟର୍...

ଦିଲ୍ଲୀର ସତ୍ୟ ନିକେତନ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ୭...

ବଲୁଚିସ୍ତାନରେ BLAର ବଡ଼ ଆକ୍ରମଣ ଦାବି, ୭ ଦିନରେ ୫୨ ପାକ୍‌ ଯବାନ ନିହତ

ବଲୁଚିସ୍ତାନରେ BLAର ବଡ଼ ଆକ୍ରମଣ ଦାବି, ୭...

ବଲୁଚିସ୍ତାନରେ ପାକିସ୍ତାନୀ ସେନା ଓ ବଲୋଚ ବିଦ୍ରୋହୀଙ୍କ ମଧ...

ମହାରାଷ୍ଟ୍ରରେ ୮୮୦ ଫାର୍ମା ୟୁନିଟ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ; ₹୧୧.୪୧ କୋଟିର ଔଷଧ ଓ କସମେଟିକ୍ସ ଜବତ

ମହାରାଷ୍ଟ୍ରରେ ୮୮୦ ଫାର୍ମା ୟୁନିଟ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ;...

ମୁମ୍ବାଇ:ଅସୁରକ୍ଷିତ, ନିମ୍ନମାନର ଓ ଅନଧିକୃତ ଔଷଧ ବିକ୍ରି...

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+