ଓଡ଼ିଶାରେ ବର୍ଷାରୁ ଏବେ ମଧ୍ୟ ନିସ୍ତାର ମିଳୁନାହିଁ। ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଥିବା ବେଳେ ଆଜି ପାଗରେ ସାମାନ୍ୟ ସୁଧାର ଆସିପାରେ। ତେବେ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ଆଶଙ୍କା ରହିଛି।
ପଶ୍ଚିମ ଓଡ଼ିଶାରବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ମୟୂରଭଞ୍ଜଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୬ ଜିଲ୍ଲାକୁOrange Alertଜାରି କରାଯାଇଛି।
ଏହାଛଡ଼ା ଅନ୍ୟ୧୭ ଜିଲ୍ଲାକୁ Yellow Alertଜାରି କରାଯାଇଛି। ଉପକୂଳ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବର୍ଷା ପରିସ୍ଥିତିକୁ ନଜରରେ ରଖି ସମ୍ପୃକ୍ତ ଜିଲ୍ଲାଗୁଡ଼ିକରେ ସତର୍କତା ଜାରି ରହିଛି। ବର୍ଷା ସମୟରେ ଆବଶ୍ୟକ ନଥିଲେ ଯାତାୟାତ ଏଡ଼ାଇବା ସହ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି।
୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଓଡ଼ିଶାରେ ସ୍ନାତକୋତ୍ତର (PG)...
ଭୁବନେଶ୍ୱର: ଖାଲି ପଡ଼ିଥିବା ଶିକ୍ଷକ ପଦବୀରେ ତୁରନ୍ତ ନିଯୁ...
ସରକାରୀ ଚାକିରିର ସ୍ଥିରତା ଛାଡ଼ି ନିଜ ପିଲାଦିନର ସ୍ୱପ୍ନ ପ...
ବର୍ଷା ଦିନେ ମଶାଜନିତ ରୋଗର ଆଶଙ୍କା ବଢ଼ିଯାଏ। ବିଶେଷକରିଡେ...
ଆଲାର୍ମ ବାଜିବା ପୂର୍ବରୁ ସ୍ୱାଭାବିକ ଭାବେ ଉଠିବା ଅନେକଙ୍କ...
ୟଶଙ୍କ ଅଭିନୀତ‘Toxic: A Fairy Tale for Grown-U...
ନେପାଳ-ତିବ୍ବତ ସୀମାରେ ଭୟଙ୍କର ଫ୍ଲାସ୍ ଫ୍ଲଡ୍ ପରେ ସହାୟତା...
ମୟୂରଭଞ୍ଜ: ଭୀଷଣ ବର୍ଷାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲ...
ଭାରତରେ ଚିପ୍ସ, ମିଠା ପାନୀୟ ଓ ଅନ୍ୟାନ୍ୟ ପ୍ୟାକେଜ୍ଡ ଖାଦ୍...
ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାୱତ ଏବଂ ଯୋଗଗୁର...
‘୧୦୦%’ ଦାବିକୁ ନେଇ ITC Limited ଏବଂ ଭାରତ...
କନ୍ନଡ ଅଭିନେତା ୟଶଙ୍କ ଅଭିନୀତ ଫିଲ୍ମ **‘Toxic: A...