ସଂସଦରେPublic Examinations (Amendment) Bill, 2026ପାରିତ ହେବା ପରେ ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦୀଏହାକୁ ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଦେଶରେ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଓ ଅନିୟମିତତାକୁ ରୋକିବା ପାଇଁ ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି। ସେ ସ୍ପଷ୍ଟ କରିଛନ୍ତି ଯେ"Paper Leak Mafia will not be spared"ଅର୍ଥାତ୍ ପ୍ରଶ୍ନପତ୍ର ଲିକ୍ ମାଫିଆଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଜାରି ରହିବ।
ଏହି ସଂଶୋଧନ ବିଲ୍ ମାଧ୍ୟମରେ ସରକାରୀ ପରୀକ୍ଷା ପ୍ରକ୍ରିୟାକୁ ଅଧିକ ସ୍ୱଚ୍ଛ, ନିର୍ଭରଯୋଗ୍ୟ ଓ ସୁରକ୍ଷିତ କରିବା ସହିତ ପ୍ରଶ୍ନପତ୍ର ଲିକ୍ ଏବଂ ସଂଗଠିତ ଅନିୟମିତତା ବିରୋଧରେ କଡ଼ା ବ୍ୟବସ୍ଥା ନିଆଯିବ।
ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଆଇନ ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କ ବିଶ୍ୱାସକୁ ସୁଦୃଢ଼ କରିବ ଏବଂ ଏକ ନିରପେକ୍ଷ ଓ ବିଶ୍ୱସନୀୟ ପରୀକ୍ଷା ବ୍ୟବସ୍ଥା ଗଠନରେ ସହାୟକ ହେବ।
ନିଟ୍ ପ୍ରଶ୍ନପତ୍ର ଲିକ୍କୁ ନେଇ ଦେଶବ୍ୟାପୀ ଚର୍ଚ୍ଚା ଚାଲିଥ...
ନୂଆଦିଲ୍ଲୀ: ୨୦୨୦ ମସିହାରେ ଘଟିଥିବା ଦିଲ୍ଲୀ ସାମ୍ପ୍ରଦାୟି...
ଚେନ୍ନାଇ: ତାମିଲନାଡୁର ଶାସକ ଦଳ DMK କଂଗ୍ରେସ ବିରୋଧରେ ଗୁ...
ଓଡ଼ିଶାରେ ପିଜି ମେଡିକାଲ୍ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଅଭ...
ଭୁବନେଶ୍ୱର: ବନ୍ୟା ପରିସ୍ଥିତି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ସୁନା-ରୁପା କିଣିବାକୁ ଅପେକ୍ଷା କରିଥିବା ଗ୍ରାହକଙ୍କ ପାଇଁ...
ଭୁବନେଶ୍ୱର: ବନ୍ୟା ପରିସ୍ଥିତିକୁ ନେଇ ଚାଉଳ ବଣ୍ଟନରେ କୌଣସ...
ଓଡ଼ିଶା ସରକାରଫୁଲବାଣୀ ମେଡିକାଲ କଲେଜର ନାମ ପରିବର୍ତ୍ତନ କ...
ଅଗଷ୍ଟ ମାସରୁ ସାଧାରଣ ଲୋକଙ୍କ ଉପରେ ପୁଣି ମହଙ୍ଗା ମାଡ଼ ପଡ...
ନିଜ ଶୌକକୁ ପେଶାରେ ପରିଣତ କରିବା ସମସ୍ତଙ୍କ ପାଇଁ ସମ୍ଭବ ହ...
ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ (IOCL) ପାରାଦୀପରେ...
ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ (CHSE), ଓଡ଼ିଶା ପକ୍ଷରୁ୨୦୨...