ରଥଯାତ୍ରା ବେଳେ ପୁରୀରେ ବଡ଼ ସଫଳତା: ୧୯ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ରଥଯାତ୍ରା ସମୟରେ ପୁରୀରେ ନିଶା କାରବାର ବିରୋଧରେ ଅବକାରୀ ବିଭାଗର ସ୍ୱତନ୍ତ୍ର ଅଭିଯାନରେ ବଡ଼ ସଫଳତା ମିଳିଛି। ବଳଙ୍ଗା ଥାନା ଅଧୀନ ସମ୍ଭୁଭାରତି ପାଟଣା ଗ୍ରାମରୁ ୧୮୭ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଥିବାବେଳେ ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ବୋଲି ଜଣାପଡ଼ିଛି।
Excise officials seized brown sugar worth Rs 19 lakh during a raid in Puri district during Rath Yatra.
Excise officials seized brown sugar worth Rs 19 lakh during a raid in Puri district during Rath Yatra.

ରଥଯାତ୍ରା ସମୟରେ ପୁରୀରେ ନିଶା କାରବାର ଉପରେ କଡ଼ା ନଜର ରଖିଥିବା ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ଅବକାରୀ ଗୁଇନ୍ଦା ବିଭାଗରୟୁନିଟ୍–୧ ଫ୍ଲାଇଂ ସ୍କ୍ୱାର୍ଡପକ୍ଷରୁ ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଧୀନସମ୍ଭୁଭାରତି ପାଟଣା ଗ୍ରାମରେଚଢ଼ାଉ କରାଯାଇଥିଲା।

ଚଢ଼ାଉ ସମୟରେ ସମ୍ଭୁଭାରତି ପାଟଣାର ବାସିନ୍ଦାଚିନ୍ମୟ ସାହୁଙ୍କ ନିକଟରୁ୧୮୭ ଗ୍ରାମ ବ୍ରାଉନସୁଗାରଜବତ କରାଯାଇଛି। ଜବତ ବ୍ରାଉନସୁଗାରର ଆନୁମାନିକ ବଜାର ମୂଲ୍ୟପ୍ରାୟ ୧୯ ଲକ୍ଷ ଟଙ୍କାବୋଲି ଅବକାରୀ ବିଭାଗ ସୂଚନା ଦେଇଛି।

ଅଭିଯୁକ୍ତ ଚିନ୍ମୟ ସାହୁଙ୍କୁମାଦକ ଦ୍ରବ୍ୟ ଓ ମନଃପ୍ରଭାବୀ ପଦାର୍ଥ ନିୟନ୍ତ୍ରଣ ଆଇନ (NDPS Act)ଅନୁଯାୟୀ ଗିରଫ କରାଯାଇଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।

ରଥଯାତ୍ରା ସମୟରେ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ନିଶା କାରବାର ବିରୋଧରେ ସ୍ୱତନ୍ତ୍ର ଅଭିଯାନ ଚାଲିଥିବାବେଳେ ଏହି ସଫଳତାକୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।

ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ ମଧ୍ୟ ନିଶା କାରବାର ବିରୋଧରେ ଏଭଳି କଡ଼ା ଚଢ଼ାଉ ଜାରି ରହିବ।

LIVE TV
LIVE
Latest News
ଦୁଇଟି ବାତ୍ୟା ପରେ ପୁଣି ଆଉ ଏକ ଆଶଙ୍କା! ସତ ହେଉଛି କି ପାଞ୍ଜି ଗଣନା?

ଦୁଇଟି ବାତ୍ୟା ପରେ ପୁଣି ଆଉ ଏକ...

ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ଓ ବର୍ଷାକୁ ନେଇ ପୁଣି ବଢ଼ି...

କୋଟିଆରେ ଓଡ଼ିଶାର କଟକଣାକୁ ଚକ୍‌ମା! ଜଙ୍ଗଲ ରାସ୍ତାରେ ଯାଇ ଆନ୍ଧ୍ରରେ ଭୋଟ୍ ଦେଲେ ୮୦୦ରୁ ଅଧିକ ଭୋଟର

କୋଟିଆରେ ଓଡ଼ିଶାର କଟକଣାକୁ ଚକ୍‌ମା! ଜଙ୍ଗଲ ରାସ୍ତାରେ...

ପୁଣି ଚର୍ଚ୍ଚାରେ ଓଡ଼ିଶା-ଆନ୍ଧ୍ର ସୀମା ବିବାଦୀୟ ଅଞ୍ଚଳ କୋ...

‘ରାମାୟଣ ପାର୍ଟ-୨’ରେ ସୁଗ୍ରୀବ ହେବେ ସୁହେଲ ନୟ୍ୟର! ରାମଙ୍କ ସହ ସୁଗ୍ରୀବଙ୍କ ବନ୍ଧୁତ୍ୱର ଭାବନାକୁ ନେଇ କହିଲେ ଅଭିନେତା

‘ରାମାୟଣ ପାର୍ଟ-୨’ରେ ସୁଗ୍ରୀବ ହେବେ ସୁହେଲ ନୟ୍ୟର!...

ନିତେଶ ତିୱାରୀଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ: ର...

INDIA ମେଣ୍ଟ କେବେ ଥିଲା ହିଁ ନାହିଁ’; ମମତା-ରାହୁଲଙ୍କୁ ନେଇ ବଡ଼ ବୟାନ ଦେଲେ ବିଜେପି ନେତା

INDIA ମେଣ୍ଟ କେବେ ଥିଲା ହିଁ ନାହିଁ’;...

ବିରୋଧୀ ଦଳଗୁଡ଼ିକର INDIA ମେଣ୍ଟକୁ ନେଇ ବଡ଼ ବୟାନ ଦେଇଛନ୍...

ଦୀପାବଳି ପୂର୍ବରୁ ଭୁବନେଶ୍ୱରରେ ବାଣ ବିକ୍ରି ଆରମ୍ଭ! କଡ଼ା ସୁରକ୍ଷା ନିୟମ, ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ

ଦୀପାବଳି ପୂର୍ବରୁ ଭୁବନେଶ୍ୱରରେ ବାଣ ବିକ୍ରି ଆରମ୍ଭ!...

ଭୁବନେଶ୍ୱର: ଆଲୋକର ପର୍ବ ଦୀପାବଳିକୁ ଆଉ ଅଳ୍ପ ଦିନ ବାକି।...

‘ରାମାୟଣ’ରେ ରାବଣଙ୍କ ସୁନାର ସିଂହାସନ! ନିର୍ମାଣରେ ଖର୍ଚ୍ଚ ହୋଇଛି ୧ କୋଟି, ଜାଣନ୍ତୁ କେମିତି ହୋଇଥିଲା ପ୍ରସ୍ତୁତ

‘ରାମାୟଣ’ରେ ରାବଣଙ୍କ ସୁନାର ସିଂହାସନ! ନିର୍ମାଣରେ ଖର୍ଚ୍ଚ...

ବଲିଉଡ୍‌ର ବହୁ ପ୍ରତୀକ୍ଷିତ ଫିଲ୍ମ ‘ରାମାୟଣ:...

ଭୂପେନ ହଜାରିକାଙ୍କ ଜନ୍ମଶତବାର୍ଷିକୀ ସମାରୋହରେ ଯୋଗଦେବେ ମୋଦୀ; ନଭେମ୍ବର ୨୯ରେ ଦିଲ୍ଲୀରେ ଭବ୍ୟ ଉଦ୍‌ଯାପନୀ ଉତ୍ସବ

ଭୂପେନ ହଜାରିକାଙ୍କ ଜନ୍ମଶତବାର୍ଷିକୀ ସମାରୋହରେ ଯୋଗଦେବେ ମୋଦୀ;...

ଭାରତର ମହାନ ସଙ୍ଗୀତଜ୍ଞ, ଗାୟକ, କବି ଓ ଚଳଚ୍ଚିତ୍ର ନିର୍ମା...

OTTରେ ରିଲିଜ୍ ହେବ ରଜନୀକାନ୍ତଙ୍କ ‘ଜେଲର୍-୨’! ନଭେମ୍ବର ୧୨ରୁ ଘରେ ବସି ଦେଖିପାରିବେ ଫିଲ୍ମ

OTTରେ ରିଲିଜ୍ ହେବ ରଜନୀକାନ୍ତଙ୍କ ‘ଜେଲର୍-୨’! ନଭେମ୍ବର...

ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ବ...

Breaking News
ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଇଣ୍ଡୋନେସିଆ ଫେରିବେ କି ୫ ଓରାଙ୍ଗଉଟାନ୍ ଶାବକ? ଚିଠି ପରେ ବଢ଼ିଲା ଚର୍ଚ୍ଚା ନୂଆଦିଲ୍ଲୀରେ ବସିବ BRICSର ମେଗା ବୈଠକ, ଯୋଗଦେବେ ମୋଦୀଙ୍କ ସମେତ ବିଶ୍ୱର ଶୀର୍ଷ ନେତା BRICSରେ ଚୀନ୍‌ର ଦବଦବା ଜାରି, ହେଲେ ୫ ବର୍ଷରେ ଭାରତର ଅର୍ଥନୀତି ବଢ଼ିଛି ଅଧିକ ଦ୍ରୁତ
+