Authorities demolish four hotels in Sri Ganganagar, Rajasthan following the alleged minor gangrape case.

ରାଜସ୍ଥାନରେ ନାବାଳିକା ଗଣଦୁଷ୍କର୍ମ ଘଟଣା ପରେ ବଡ଼ କାର୍ଯ୍ୟାନୁଷ୍ଠାନ; ବୁଲଡୋଜରରେ ଭଙ୍ଗାଗଲା ୪ଟି ହୋଟେଲ

ରାଜସ୍ଥାନର ଶ୍ରୀଗଙ୍ଗାନଗରରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ବନ୍ଦୀ ରଖି ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ପରେ ପ୍ରଶାସନ ବଡ଼ ପଦକ୍ଷେପ ନେଇଛି। ଘଟଣାରେ ବ୍ୟବହୃତ ହୋଇଥିବା ୪ଟି ହୋଟେଲକୁ ବୁଲଡୋଜରରେ ଭଙ୍ଗାଯାଇଥିବା ବେଳେ ପୋଲିସ ୧୨ ଜଣଙ୍କୁ ଗିରଫ କରି ଅନ୍ୟ ଅଭିଯୁକ୍ତଙ୍କ ସନ୍ଧାନ ଜାରି ରଖିଛି।

ରାଜସ୍ଥାନରଶ୍ରୀଗଙ୍ଗାନଗରଜିଲ୍ଲାରେ ଜଣେ୧୩ ବର୍ଷୀୟା ନାବାଳିକାଙ୍କୁ ବନ୍ଦୀ ରଖି ଗଣଦୁଷ୍କର୍ମକରାଯାଇଥିବା ଅଭିଯୋଗକୁ ନେଇ ପ୍ରଶାସନ ପକ୍ଷରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଜିଲ୍ଲା ପ୍ରଶାସନ ଓ ପୋଲିସର ମିଳିତ ଅଭିଯାନରେ ଘଟଣାରେ ବ୍ୟବହୃତ ହୋଇଥିବା୪ଟି ହୋଟେଲକୁ ବୁଲଡୋଜରରେ ଭଙ୍ଗାଯାଇଛି

ପୋଲିସ ସୂଚନା ଅନୁଯାୟୀ, ନାବାଳିକା ଜୁନ୍ ୧୮ ତାରିଖରୁ ନିଖୋଜ ଥିଲେ। ଅଭିଯୋଗ ହୋଇଛି ଯେ ଜଣେ ରିକ୍ସା ଚାଳକ ତାଙ୍କୁ ଜଣେ ହୋଟେଲ ମାଲିକଙ୍କ ନିକଟକୁ ନେଇଯାଇଥିଲେ। ପରେ ପ୍ରାୟ୫ ଦିନ ଧରି ସହରର ବିଭିନ୍ନ ହୋଟେଲରେ ୩୦ରୁ ଅଧିକ ବ୍ୟକ୍ତି ତାଙ୍କ ସହ ଯୌନ ନିର୍ଯାତନା କରିଥିବାଅଭିଯୋଗ ରହିଛି।

ପୀଡ଼ିତାଙ୍କ ବୟାନ ଅନୁଯାୟୀ, ନିର୍ଯାତନା ସମୟରେ ତାଙ୍କୁ ଜୋରପୂର୍ବକ ମଦ୍ୟପାନ କରାଯାଉଥିଲା। ତଦନ୍ତରେ ହୋଟେଲ ମାଲିକ ଓ ପରିଚାଳକଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ମଧ୍ୟ ସାମ୍ନାକୁ ଆସିଛି।

ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଆକ୍ରୋଶ ଦେଖାଦେଇଛି। ବେଆଇନ ହୋଟେଲ ଉଚ୍ଛେଦ ସହ ଦୋଷୀଙ୍କ ବିରୋଧରେ କଠୋର ଆଇନଗତ ପଦକ୍ଷେପ ନେବାକୁ ଦାବି ଉଠିଛି। ବିରୋଧୀ ଦଳ ମଧ୍ୟ ପ୍ରଶାସନର ଭୂମିକାକୁ ନେଇ ପ୍ରଶ୍ନ ଉଠାଇଛି।

ପୋଲିସ ଏପର୍ଯ୍ୟନ୍ତ୧୨ ଜଣ ଅଭିଯୁକ୍ତଙ୍କୁ ଗିରଫକରିଥିବା ବେଳେ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ତଲାସୀ ଜାରି ରଖିଛି। ଜିଲ୍ଲା ପୋଲିସ ଅଧିକ୍ଷକ କହିଛନ୍ତି, ମାମଲାରେ ସଂପୃକ୍ତ ସମସ୍ତଙ୍କ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ।

Latest News
୨୦୨୭କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ! ମାଡ଼ି ଆସିବ ଅଜଣା ରୋଗ, ଜନ୍ମ ନେବେ ‘ସୁପରହ୍ୟୁମାନ୍’!

୨୦୨୭କୁ ନେଇ ବାବା ଭେଙ୍ଗାଙ୍କ ଭୟଙ୍କର ଭବିଷ୍ୟବାଣୀ!...

ବୁଲଗେରିଆର ଭବିଷ୍ୟଦ୍ରଷ୍ଟା ବାବା ଭେଙ୍ଗାଙ୍କ ନାମରେ ୨୦୨୭କ...

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର, ଜାଣନ୍ତୁ ୧୨ ରାଶିର ଭାଗ୍ୟଫଳ : କେମିତି କଟିବ ଆପଣଙ୍କ ସପ୍ତାହ?

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର,...

ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର ୨୦୨୬

ସାପ୍ତାହିକ ରାଶିଫଳ: ୭ ସେପ୍ଟେମ୍ବରରୁ ୧୪ ସେପ୍ଟେମ୍ବର...

ମେଷ ଏହି ସପ୍ତାହରେ ଆତ୍ମବିଶ୍ୱାସ ବଢ଼ିବ। କାର୍ଯ୍ୟକ୍ଷେ...

ଅଟଳ ଆବାସୀୟ ବିଦ୍ୟାଳୟ: ଉତ୍ତରପ୍ରଦେଶର ମାଗଣା ଆବାସିକ ଶିକ୍ଷା ଯୋଜନା ବିଷୟରେ ଜାଣନ୍ତୁ

ଅଟଳ ଆବାସୀୟ ବିଦ୍ୟାଳୟ: ଉତ୍ତରପ୍ରଦେଶର ମାଗଣା ଆବାସିକ...

ଉତ୍ତରପ୍ରଦେଶରେ ଶ୍ରମିକ ଓ ଅନ୍ୟାନ୍ୟ ଦୁର୍ବଳ ପରିବାରର ପିଲ...

ଆମେରିକୀୟ AI ମଡେଲ୍‌ର କ୍ଷମତା ଚୋରି କରୁଛି ଚୀନ୍‌! ଚୀନ୍‌ର AI କମ୍ପାନୀ ବିରୋଧରେ ୱାଶିଂଟନ୍‌ର ଗୁରୁତର ଅଭିଯୋଗ

ଆମେରିକୀୟ AI ମଡେଲ୍‌ର କ୍ଷମତା ଚୋରି କରୁଛି...

ଆମେରିକା ଓ ଚୀନ୍‌ ମଧ୍ୟରେ କୃତ୍ରିମ ବୁଦ୍ଧିମତ୍ତା (A...

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧ ବିଲିୟନ୍ ଡଲାରର ବ୍ୟବସାୟରେ ପରିଣତ କଲା କମ୍ପାନୀ

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧...

ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...

OTET 2026 ଫଳାଫଳ ପ୍ରକାଶ: ୬୪.୪୮% ପ୍ରାର୍ଥୀ ପାସ୍, ୫୩,୩୧୪ ଜଣ ଉତ୍ତୀର୍ଣ୍ଣ

OTET 2026 ଫଳାଫଳ ପ୍ରକାଶ: ୬୪.୪୮% ପ୍ରାର୍ଥୀ...

ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ (BSE) ପକ୍ଷରୁ ଓଡ଼ିଶା ଶ...

ବଲୁଚିସ୍ତାନରେ BLAର ବଡ଼ ଆକ୍ରମଣ ଦାବି, ୭ ଦିନରେ ୫୨ ପାକ୍‌ ଯବାନ ନିହତ

ବଲୁଚିସ୍ତାନରେ BLAର ବଡ଼ ଆକ୍ରମଣ ଦାବି, ୭...

ବଲୁଚିସ୍ତାନରେ ପାକିସ୍ତାନୀ ସେନା ଓ ବଲୋଚ ବିଦ୍ରୋହୀଙ୍କ ମଧ...

ମୁନିରଙ୍କ ବାର୍ତ୍ତା, ଜର୍ଦାରୀଙ୍କ ପ୍ରତିଯୋଜନା ଓ ପାକିସ୍ତାନର ନୂଆ ପ୍ରଦେଶ! ଲଣ୍ଡନର ୯୦ ମିନିଟ୍‌ର ଗୁପ୍ତ ବୈଠକକୁ ନେଇ ଚର୍ଚ୍ଚା

ମୁନିରଙ୍କ ବାର୍ତ୍ତା, ଜର୍ଦାରୀଙ୍କ ପ୍ରତିଯୋଜନା ଓ ପାକିସ୍ତାନର...

ପାକିସ୍ତାନରେ ନୂଆ ପ୍ରଦେଶ ଗଠନ ଓ ପ୍ରଦେଶ ବିଭାଜନକୁ ନେଇ ର...

Breaking News
ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ ଯୁବକଙ୍କ ମୃତ୍ୟୁର କିଛି ଦିନ ପରେ ପୁଣି ଘଟିଲା ଅଘଟଣ, ଟଙ୍କପାଣି ବ୍ରିଜ୍‌ରୁ କୁଆଖାଇକୁ ଡେଇଁଲେ... ୟୁଏଇରେ ବଡ଼ ନିବେଶ ଆଶା, ଆଜିଠୁ ୫ ଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପେନସନ୍‌ ବିଳମ୍ବ ହେଲେ ମିଳିବ ୭% ସୁଧ! ପ୍ରଶାସନିକ ଅବହେଳା ପାଇଁ ଓଡ଼ିଶା କ୍ୟାବିନେଟ୍‌ର ବଡ଼... ବାଲେଶ୍ୱର କଲେଜ ହଷ୍ଟେଲରେ B.Tech ଛାତ୍ରୀଙ୍କ ମୃତଦେହ ଉଦ୍ଧାର, ଘଟଣାକୁ ନେଇ ତଦନ୍ତ ବିଶ୍ୱ ୬-ଜି ଦୌଡ଼ରେ ଭାରତ, ଆମେରିକା ସମେତ ୨୪ ଦେଶ ସହ ମିଶି ନୂଆ ପଦକ୍ଷେପ
+