Maharana servitors working on Rath construction at Puri Grand Road

ରଥକାମରେ ବ୍ୟସ୍ତ ମହାରଣା ସେବକ; ଆରମ୍ଭ ହେଲା ପୋଲ ଗୟଳ ଚଉପଟ କାର୍ଯ୍ୟ

ପୁରୀ ବଡଦାଣ୍ଡରେ ତିନିରଥର ନିର୍ମାଣ କାର୍ଯ୍ୟ ଜୋରଦାର ଭାବେ ଚାଲିଛି। ପାଞ୍ଚଦଣ୍ଡା ଓ ପାର୍ଶ୍ୱ ଦଣ୍ଡା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ପୋଲ ଗୟଳର ଚଉପଟ କାର୍ଯ୍ୟ ଆରମ୍ଭ କରିଛନ୍ତି ମହାରଣା ସେବକମାନେ।

ପୁରୀ ବଡଦାଣ୍ଡରେ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ତିନିରଥର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ମହାରଣା ସେବକମାନେ ଦିନରାତି ରଥକାମରେ ବ୍ୟସ୍ତ ରହିଥିବା ବେଳେ ବର୍ତ୍ତମାନ ପାଞ୍ଚଦଣ୍ଡା ଓ ପାର୍ଶ୍ୱ ଦଣ୍ଡାର ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି।

ସୂଚନା ଅନୁଯାୟୀ, ତିନିରଥର ପାଞ୍ଚଦଣ୍ଡା ନିର୍ମାଣ ସହ ମୁଖ ସାଲ କାମ ଶେଷ ହୋଇଥିବା ବେଳେ ପାର୍ଶ୍ୱ ଦଣ୍ଡାଗୁଡ଼ିକର ଚଉପଟ କାର୍ଯ୍ୟ ମଧ୍ୟ ଶେଷ ଅବସ୍ଥାରେ ରହିଛି। ସେପଟେ ତିନିରଥର ଚେଚିସ୍ ବା ଦଣ୍ଡା ଫ୍ରେମ୍ ନିର୍ମାଣ କାର୍ଯ୍ୟ ମଧ୍ୟ ପ୍ରାୟ ସମାପ୍ତ ହେବାକୁ ଯାଉଛି।

ଆଜି ତିନିରଥର ପାଞ୍ଚଦଣ୍ଡାରେ ମୁହାଁଟ ସଂଯୋଗ କାର୍ଯ୍ୟ କରାଯାଇଥିଲା। ଆଗ ଆଣି ମୁହାଁଟରେ ପାଞ୍ଚୋଟି ସାଲ ଗୁଜ ଏବଂ ପଛ ଆଣି ମୁହାଁଟରେ ତିନୋଟି ଜଳଯନ୍ତ୍ର ସଂଯୋଗ କରାଯାଇଥିଲା। ଏହାସହ ଦୁଇ ପାର୍ଶ୍ୱରେ ଗୋଟିଏ ଗୋଟିଏ କୋଣ ଗୁଜ ଉଠାଯାଇ ସେହି ଗୁଜ ଉପରେ ନିରାଡି ସଂଯୋଗ କରାଯାଇଛି।

ବର୍ତ୍ତମାନ ପାଞ୍ଚଦଣ୍ଡାର ଦୁଇ ପଟରେ କୁଡିକା ସଂଯୋଗ ଓ ପାର୍ଶ୍ୱ ଦଣ୍ଡା ସଂଯୋଗ କାର୍ଯ୍ୟ ବାକି ରହିଛି। ଏହା ସହିତ ପୋଲ ଗୟଳର ଚଉପଟ କାର୍ଯ୍ୟ ମଧ୍ୟ ଆରମ୍ଭ ହୋଇଛି।

କରତୀ ସେବକମାନେ ପ୍ରସ୍ତୁତ କରିଥିବା ୪୦ ଫୁଟିଆ ପୋଲ ଗୟଳର ଚଉପଟ କାର୍ଯ୍ୟକୁ ନନ୍ଦିଘୋଷ ରଥ ଏବଂ ତାଳଧ୍ୱଜ ରଥର ମହାରଣା ସେବକମାନେ ଆରମ୍ଭ କରିଥିବା ଜଣାପଡ଼ିଛି। ରଥ ନିର୍ମାଣର ପ୍ରତ୍ୟେକ ପର୍ଯ୍ୟାୟ ସଂପ୍ରଦାୟ ଓ ପାରମ୍ପରିକ ନୀତି ଅନୁସାରେ ଚାଲିଥିବା ବେଳେ ବଡଦାଣ୍ଡରେ ରଥକାମ ଦେଖିବାକୁ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଛି।

Latest News
ଚାଇନା ମାଷ୍ଟର୍ସରେ ଉନ୍ନତି ହୁଡ୍ଡାଙ୍କ ଅଭିଯାନ ଆରମ୍ଭରୁ ଶେଷ, ପ୍ରଥମ ରାଉଣ୍ଡରେ ହାରିଲେ

ଚାଇନା ମାଷ୍ଟର୍ସରେ ଉନ୍ନତି ହୁଡ୍ଡାଙ୍କ ଅଭିଯାନ ଆରମ୍ଭରୁ...

ଚାଇନା ମାଷ୍ଟର୍ସ ୨୦୨୬ରେ ଭାରତୀୟ ଅଭିଯାନ ନିରାଶାଜନକ ଭାବେ...

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧ ବିଲିୟନ୍ ଡଲାରର ବ୍ୟବସାୟରେ ପରିଣତ କଲା କମ୍ପାନୀ

ୟୁନିକର୍ଣ୍ଣ ହେଲା Astrotalk: ଜ୍ୟୋତିଷକୁ କିପରି ୧...

ଭବିଷ୍ୟତ ବିଷୟରେ ଜାଣିବା ପାଇଁ ଲୋକଙ୍କୁ ଜ୍ୟୋତିଷଙ୍କ ସହ ଯ...

ଆଫଗାନିସ୍ତାନ ବିପକ୍ଷ T20I ସିରିଜ୍: ସାମସନ୍-ବୁମରାହ ଫେରିଲେ, ହାର୍ଦ୍ଦିକ ବାଦ

ଆଫଗାନିସ୍ତାନ ବିପକ୍ଷ T20I ସିରିଜ୍: ସାମସନ୍-ବୁମରାହ ଫେରିଲେ,...

ଆଫଗାନିସ୍ତାନ ବିପକ୍ଷ ଆଗାମୀ T20I ସିରିଜ୍ ପାଇଁ ଭାରତୀୟ ଦ...

ଲିଓନେଲ ମେସି ଓ ଆର୍ଜେଣ୍ଟିନା: ଏକ ଭଲପାଇବାର କାହାଣୀ, ଯାହା ବଦଳାଇଦେଲା ଅନ୍ତର୍ଜାତୀୟ ଫୁଟବଲ୍‌ର ଇତିହାସ

ଲିଓନେଲ ମେସି ଓ ଆର୍ଜେଣ୍ଟିନା: ଏକ ଭଲପାଇବାର...

ଲିଓନେଲ ମେସି ଓ ଆର୍ଜେଣ୍ଟିନାର କାହାଣୀ ସାଧାରଣ ଫୁଟବଲ୍&zw...

ଭାରତରେ ଗ୍ଲୋବାଲ୍ ବ୍ରାଣ୍ଡର ସ୍ୱାଦ ଓ ଗୁଣ କାହିଁକି ଅଲଗା? Fanta, Vaseline ଠାରୁ Head & Shoulders ପର୍ଯ୍ୟନ୍ତ ଜାଣନ୍ତୁ କାରଣ

ଭାରତରେ ଗ୍ଲୋବାଲ୍ ବ୍ରାଣ୍ଡର ସ୍ୱାଦ ଓ ଗୁଣ...

ଭାରତୀୟ ବଜାରରେ ମିଳୁଥିବା ଅନେକ ପ୍ରସିଦ୍ଧ ଗ୍ଲୋବାଲ୍ ବ୍ରା...

ସାପ୍ତାହିକ ରାଶିଫଳ: ୨୪ ଅଗଷ୍ଟରୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ କାହାର ଚମକିବ ଭାଗ୍ୟ, କାହାକୁ ରହିବାକୁ ପଡ଼ିବ ସତର୍କ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ସାପ୍ତାହିକ ରାଶିଫଳ: ୨୪ ଅଗଷ୍ଟରୁ ୩୧ ଅଗଷ୍ଟ...

ମେଷ ଏହି ସପ୍ତାହରେ କର୍ମକ୍ଷେତ୍ରରେ ଆପଣଙ୍କ ପରିଶ୍ରମର...

ବ୍ରାଜିଲ, ଉରୁଗୁଏ ଓ ପାନାମାକୁ ଟକ୍କର ଦେବ ଭାରତ: ଖାଲିଦ ଜାମିଲ ଘୋଷଣା କଲେ ୨୬ ଜଣିଆ ଦଳ

ବ୍ରାଜିଲ, ଉରୁଗୁଏ ଓ ପାନାମାକୁ ଟକ୍କର ଦେବ...

ଭାରତୀୟ ଫୁଟବଲ ଦଳ ପାଇଁ ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର FIF...

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର, ଜାଣନ୍ତୁ ୧୨ ରାଶିର ଭାଗ୍ୟଫଳ : କେମିତି କଟିବ ଆପଣଙ୍କ ସପ୍ତାହ?

ସାପ୍ତାହିକ ରାଶିଫଳ: ୩୧ ଅଗଷ୍ଟରୁ ୭ ସେପ୍ଟେମ୍ବର,...

ମେଷ ଏହି ସପ୍ତାହରେ କାର୍ଯ୍ୟକ୍ଷେତ୍ରରେ ନୂଆ ସୁଯୋଗ ମିଳ...

କିଭ୍‌ ଅଞ୍ଚଳରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଗୋଦାମରେ ବିସ୍ଫୋରଣ, ୩୭ ମୃତ; ପ୍ରାୟ ୪୦୦ ଜଣ ସ୍ଥାନାନ୍ତର

କିଭ୍‌ ଅଞ୍ଚଳରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଗୋଦାମରେ...

ୟୁକ୍ରେନ୍ର କିଭ୍ ଅଞ୍ଚଳର ବୁଚା ଜିଲ୍ଲାର ମାଇଲା ଗାଁରେ ଶୁକ...

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି; ମୃତାହତଙ୍କ ସମ୍ପର୍କରେ ବି ଅଜଣା ଅନେକ ତଥ୍ୟ

ତିବ୍ବତର ବନ୍ୟାର ଭୟଙ୍କର ଦୃଶ୍ୟ ଚୀନ୍‌ରେ ଦେଖାଯାଉନି;...

ତିବ୍ବତର ଗ୍ୟିରୋଙ୍ଗ ବନ୍ଦରରେ ହୋଇଥିବା ଭୟଙ୍କର ଆକସ୍ମିକ ବ...

Breaking News
କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍ କ୍ୱାର୍ଟରଫାଇନାଲ୍‌ ପୂର୍ବରୁ ଇଂଲଣ୍ଡ-ନରୱେ ପ୍ରଧାନମନ୍ତ୍ରୀଙ୍କ ଜର୍ସି ଅଦଳବଦଳ, ଫୁଟବଲ୍‌କୁ ନେଇ ମଜାଦାର କଥାବାର୍ତ୍ତା ଆମେରିକା ଉପରେ ଚୁକ୍ତି ଉଲ୍ଲଂଘନର ଅଭିଯୋଗ ଆଣିଲେ ଇରାନ ସଂସଦ ବାଚସ୍ପତି; କହିଲେ- ‘ଦାଦାଗିରିର ଯୁଗ... ଦୌସା ଦୁର୍ଘଟଣା ପରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ସୁରକ୍ଷା ଯାଞ୍ଚ କଲେ ନୀତିନ ଗଡ଼କରୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ: ଚାଲିଛି ବ୍ୟାପକ ତଲାସି, ମୁତୟନ ବୋମା ନିଷ୍କ୍ରିୟକରଣ ସ୍କ୍ୱାଡ୍
+